Jeremiah 31:32 — Compare Translations
5 translations compared side by side
Odia - 1840
"ଏହି ନିଯମ ସମାନଙ୍କେ ପୂର୍ବପୁରୁଷଗଣଙ୍କ ସହ ହାଇେଥିବା ନିଯମ ପରି ହବେ ନାହିଁ। ସେତବେେଳେ ଆମ୍ଭେ ସମାନଙ୍କେୁ ହସ୍ତ ଧରି ମିଶର ଦେଶରୁ ବାହାର କରି ଆଣିବା ବେଳେ ସେ ନିଯମ ସ୍ଥାପନ କରିଥିଲୁ। ସଦାପ୍ରଭୁ କହିଥିଲେ, ଆମ୍ଭେ ସମାନଙ୍କେ ସ୍ବାମୀ ହେଲେ ହେଁ ସମାନେେ ଆମ୍ଭର ସହେି ନିଯମ ଲଙ୍ଘନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମିସର ଦେଶରୁ ସେମାନଙ୍କର ପିତୃପୁରୁଷଗଣକୁ ବାହାର କରି ଆଣିବା ନିମନ୍ତେ ଆମ୍ଭେ ସେମାନଙ୍କର ହସ୍ତ ଧରିବା ଦିନ ସେମାନଙ୍କ ସହିତ ଆମ୍ଭର କୃତ ନିୟମାନୁସାରେ ନୁହେଁ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ସ୍ଵାମୀ ହେଲେ ହେଁ ସେମାନେଣଆମ୍ଭର ସେହି ନିୟମ ଲଙ୍ଘନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ନିୟମ ସେମାନଙ୍କ ପୂର୍ବପୁରୁଷଗଣଙ୍କ ସହ ହୋଇଥିବା ନିୟମ ପରି ହେବ ନାହିଁ। ସେତେବେଳେ ଆମ୍ଭେ ସେମାନଙ୍କୁ ହସ୍ତ ଧରି ମିଶର ଦେଶରୁ ବାହାର କରି ଆଣିବା ବେଳେ ସେ ନିୟମ ସ୍ଥାପନ କରିଥିଲୁ। ସଦାପ୍ରଭୁ କହିଥିଲେ, ଆମ୍ଭେ ସେମାନଙ୍କ ସ୍ୱାମୀ ହେଲେ ହେଁ ସେମାନେ ଆମ୍ଭର ସେହି ନିୟମ ଲଙ୍ଘନ କଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମିସର ଦେଶରୁ ସେମାନଙ୍କର ପୂର୍ବପୁରୁଷଗଣକୁ ବାହାର କରି ଆଣିବା ନିମନ୍ତେ ଆମ୍ଭେ ସେମାନଙ୍କର ହସ୍ତ ଧରିବା ଦିନ ସେମାନଙ୍କ ସହିତ ଆମ୍ଭର କୃତ ନିୟମାନୁସାରେ ନୁହେଁ, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ସ୍ୱାମୀ ହେଲେ ହେଁ ସେମାନେ ଆମ୍ଭର ସେହି ନିୟମ ଲଙ୍ଘନ କଲେ।
Odia IRV 2017 (ଓଡିଆ ବାଇବେଲ)
ମିସର ଦେଶରୁ ସେମାନଙ୍କର ପୂର୍ବପୁରୁଷଗଣକୁ ବାହାର କରି ଆଣିବା ନିମନ୍ତେ ଆମ୍ଭେ ସେମାନଙ୍କର ହସ୍ତ ଧରିବା ଦିନ ସେମାନଙ୍କ ସହିତ ଆମ୍ଭର କୃତ ନିୟମାନୁସାରେ ନୁହେଁ,” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କ ସ୍ୱାମୀ ହେଲେ ହେଁ ସେମାନେ ଆମ୍ଭର ସେହି ନିୟମ ଲଙ୍ଘନ କଲେ।”