Jeremiah 31:33 — Compare Translations
5 translations compared side by side
Odia - 1840
"ମାତ୍ର ସଦାପ୍ରଭୁ କହନ୍ତି, ଭବିଷ୍ଯତ ରେ ଆମ୍ଭେ ଇଶ୍ରାୟେଲ ବଂଶ ସହିତ ଏହି ନିଯମ ସ୍ଥିର କରିବା। ଆମ୍ଭେ ସମାନଙ୍କେ ଅନ୍ତର ରେ ଆମ୍ଭର ବ୍ଯବସ୍ଥା ରଖିବା ଓ ସମାନଙ୍କେ ହୃଦଯ ରେ ଆମ୍ଭେ ତାହା ଲେଖିବା। ଆଉ ଆମ୍ଭେ ସମାନଙ୍କେର ପରମେଶ୍ବର ହବୋ ଓ ସମାନେେ ଆମ୍ଭର ଲୋକ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁ କହନ୍ତି, ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ-ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ଵର ହେବା ଓ ସେମାନେ ଆମ୍ଭର ଲୋକ ହେବେ;
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସଦାପ୍ରଭୁ କହନ୍ତି, “ଭବିଷ୍ୟତରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା। ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା। ଆଉ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁ କହନ୍ତି, ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁ କହନ୍ତି, “ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;