Jeremiah 31:34 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କୁ ଜାଣିବାକୁ ସମାନେେ ଆପଣା ଆପଣା ପ୍ରତିବେଶୀଙ୍କୁ ଓ ଭ୍ରାତାଙ୍କୁ ଶିକ୍ଷା ଦବେେ ନାହିଁ। କାରଣ ସଦାପ୍ରଭୁ କହନ୍ତି େଛାଟଠାରୁ ବଡ଼ ପର୍ୟ୍ଯନ୍ତ ସମସ୍ତେ ଆମ୍ଭକୁ ଜାଣିବେ। ଯେ ହତେୁ ଆମ୍ଭେ ସମାନଙ୍କେର ଅପରାଧ କ୍ଷମା କରିବା ଓ ସମାନଙ୍କେର ପାପ ଆଉ ସ୍ମରଣ କରିବା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେମାନେ ପରମେଶ୍ଵରଙ୍କୁ ଜ୍ଞାତ ହୁଅ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକି ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କୁ ଜାଣିବାକୁ ସେମାନେ ଆପଣା ଆପଣା ପ୍ରତିବାସୀଙ୍କୁ ଓ ଭ୍ରାତାଙ୍କୁ ଶିକ୍ଷା ଦେବେ ନାହିଁ।” କାରଣ ସଦାପ୍ରଭୁ କହନ୍ତି, “ଛୋଟଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜାଣିବେ। ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆଉ ସ୍ମରଣ କରିବା ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ‘ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ’ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକି ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ;” କାରଣ ସଦାପ୍ରଭୁ କହନ୍ତି, “ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”