Jeremiah 31:35 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କହନ୍ତି, ୟିଏ ଦିବସ ରେ ଆଲୋକ ଦବୋ ପାଇଁ ସୂର୍ୟ୍ଯ ଓ ରାତ୍ରି ରେ ଜ୍ଯୋତି ପ୍ରଦାନ କରିବା ପାଇଁ ଚନ୍ଦ୍ର ଓ ନକ୍ଷତ୍ରାଦି ସୃଷ୍ଟି କରନ୍ତି, ଆଉ ଯଦି, ସମୁଦ୍ରକୁ ସଞ୍ଚାଳିତ କରି ତହିଁର ତରଙ୍ଗ ସମୂହକୁ ଗର୍ଜନ କରାନ୍ତି, ସହେି ହେଉଛନ୍ତି ସୈନ୍ଯାଧିପତି ସଦାପ୍ରଭୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦିବସରେ ଜ୍ୟୋତିଃ ଦେବା ପାଇଁ ଯେ ସୂର୍ଯ୍ୟ ପ୍ରଦାନ କରନ୍ତି ଓ ରାତ୍ରିରେ ଜ୍ୟୋତିଃ ଦେବା ପାଇଁ ଯେ ଚନ୍ଦ୍ରର ଓ ନକ୍ଷତ୍ରଗଣର ବିଧାନାଦି ସ୍ଥାପନ କରନ୍ତି, ଯେ ସମୁଦ୍ରକୁ ସଞ୍ଚାଳିତ କରି ତହିଁର ତରଙ୍ଗସମୂହକୁ ଗର୍ଜନ କରାନ୍ତି, ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ ସେହି ସଦାପ୍ରଭୁ ଏହି କଥା କହନ୍ତି:
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଇସ୍ରାଏଲକୁ ପରିତ୍ୟାଗ କରିବେ ନାହିଁ ସଦାପ୍ରଭୁ କହନ୍ତି, “ଯିଏ ଦିବସରେ ଆଲୋକ ଦେବା ପାଇଁ ସୂର୍ଯ୍ୟ ଓ ରାତ୍ରିରେ ଜ୍ୟୋତିଃ ପ୍ରଦାନ କରିବା ପାଇଁ ଚନ୍ଦ୍ର ଓ ନକ୍ଷତ୍ରାଦି ସୃଷ୍ଟି କରନ୍ତି, ଆଉ ଯଦି, ସମୁଦ୍ରକୁ ସଞ୍ଚାଳିତ କରି ତହିଁର ତରଙ୍ଗ ସମୂହକୁ ଗର୍ଜନ କରାନ୍ତି, ସେହି ହେଉଛନ୍ତି ସୈନ୍ୟାଧିପତି ସଦାପ୍ରଭୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦିବସରେ ଜ୍ୟୋତିଃ ଦେବା ପାଇଁ ଯେ ସୂର୍ଯ୍ୟ ପ୍ରଦାନ କରନ୍ତି ଓ ରାତ୍ରିରେ ଜ୍ୟୋତିଃ ଦେବା ପାଇଁ ଯେ ଚନ୍ଦ୍ରର ଓ ନକ୍ଷତ୍ରଗଣର ବିଧାନାଦି ସ୍ଥାପନ କରନ୍ତି, ଯେ ସମୁଦ୍ରକୁ ସଞ୍ଚାଳିତ କରି ତହିଁର ତରଙ୍ଗ ସମୂହକୁ ଗର୍ଜ୍ଜନ କରାନ୍ତି, ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ ସେହି ସଦାପ୍ରଭୁ ଏହି କଥା କହନ୍ତି:
Odia IRV 2017 (ଓଡିଆ ବାଇବେଲ)