Jeremiah 31:36 — Compare Translations
5 translations compared side by side
Odia - 1840
"ତା'ପ ରେ ସଦାପ୍ରଭୁ ଏହା କହନ୍ତି, ଯବେେ ସୂର୍ୟ୍ଯ, ଚନ୍ଦ୍ର, ତାରକା ଓ ସମୁଦ୍ର ମାେ ନିଯନ୍ତ୍ରଣ ରେ ନ ରହନ୍ତି, ତବେେ କବଳେ ଇଶ୍ରାୟେଲ ବଂଶଧର ଆମ୍ଭ ସମ୍ମୁଖ ରେ ଗୋଟିଏ ଦେଶ ଦବୋରୁ ବିରତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ଏହି ସକଳ ବିଧାନ ଆମ୍ଭ ସମ୍ମୁଖରୁ ବିଚଳିତ ହୁଏ, ତେବେ ଇସ୍ରାଏଲ-ବଂଶ ହିଁ ଆମ୍ଭ ସମ୍ମୁଖରେ ସଦାକାଳ ଏକ ଗୋଷ୍ଠୀ ହୋଇ ରହିବା ପାଇଁ ନିବୃତ୍ତ ହେବେ, ଏହା ପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁ ଏହା କହନ୍ତି, “ଯେବେ ସୂର୍ଯ୍ୟ, ଚନ୍ଦ୍ର, ତାରକା ଓ ସମୁଦ୍ର ମୋ’ ନିୟନ୍ତ୍ରଣରେ ନ ରହନ୍ତି, ତେବେ କେବଳ ଇସ୍ରାଏଲ ବଂଶଧର ଆମ୍ଭ ସମ୍ମୁଖରେ ଗୋଟିଏ ଦେଶ ହେବାରୁ ବିରତ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯଦି ଏହି ସକଳ ବିଧାନ ଆମ୍ଭ ସମ୍ମୁଖରୁ ବିଚଳିତ ହୁଏ, ତେବେ ଇସ୍ରାଏଲ ବଂଶ ହିଁ ଆମ୍ଭ ସମ୍ମୁଖରେ ସଦାକାଳ ଏକ ଗୋଷ୍ଠୀ ହୋଇ ରହିବା ପାଇଁ ନିବୃତ୍ତ ହେବେ,” ଏହା ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
“ଯଦି ଏହି ସକଳ ବିଧାନ ଆମ୍ଭ ସମ୍ମୁଖରୁ ବିଚଳିତ ହୁଏ, ତେବେ ଇସ୍ରାଏଲ ବଂଶ ହିଁ ଆମ୍ଭ ସମ୍ମୁଖରେ ସଦାକାଳ ଏକ ଗୋଷ୍ଠୀ ହୋଇ ରହିବା ପାଇଁ ନିବୃତ୍ତ ହେବେ,” ଏହା ସଦାପ୍ରଭୁ କହନ୍ତି।