Jeremiah 31:37 — Compare Translations
5 translations compared side by side
Odia - 1840
"ପୁଣି ସଦାପ୍ରଭୁ ଏହା କହନ୍ତି, ଯଦି ଲୋକମାନେ ଉର୍ଦ୍ଧ୍ବସ୍ଥ ଆକାଶମଣ୍ଡଳ ଓ ଅଧଃସ୍ଥ ପୃଥିବୀକୁ ମାପି ପାରିବେ। ତାହା ହେଲେ କବଳେ ଆମ୍ଭେ ମଧ୍ଯ ଇଶ୍ରାୟେଲର ବଂଶଧରଗଣ ଯାହା କଲେ ତାହା ପ୍ରତ୍ଯାଖାନ କରିଦବୋ। ଏହା ସଦାପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି: ଯେବେ ଊର୍ଦ୍ଧ୍ଵସ୍ଥ ଆକାଶମଣ୍ତଳ ପରିମିତ ହୋଇ ପାରେ ଓ ଅଧଃସ୍ଥ ପୃଥିବୀର ମୂଳ ଅନୁସନ୍ଧାନ କରାଯାଇ ପାରେ, ତେବେ ଆମ୍ଭେ ମଧ୍ୟ ଇସ୍ରାଏଲ-ବଂଶର କୃତ ସକଳ କ୍ରିୟା ସକାଶୁ ସେମାନଙ୍କୁ ଦୂର କରି ଦେବା, ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସଦାପ୍ରଭୁ ଏହା କହନ୍ତି, “ଯଦି ଲୋକମାନେ ଊର୍ଦ୍ଧ୍ୱସ୍ଥ ଆକାଶମଣ୍ଡଳ ଓ ଅଧଃସ୍ଥ ପୃଥିବୀକୁ ମାପି ପାରିବେ। ତାହାହେଲେ କେବଳ ଆମ୍ଭେ ମଧ୍ୟ ଇସ୍ରାଏଲର ବଂଶଧରଗଣ ଯାହା କଲେ ତାହା ପ୍ରତ୍ୟାଖାନ କରିଦେବା।” ଏହା ସଦାପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି କଥା କହନ୍ତି: “ଯଦି ଊର୍ଦ୍ଧ୍ୱସ୍ଥ ଆକାଶମଣ୍ଡଳ ପରିମିତ ହୋଇପାରେ ଓ ଅଧଃସ୍ଥ ପୃଥିବୀର ମୂଳ ଅନୁସନ୍ଧାନ କରାଯାଇପାରେ, ତେବେ ଆମ୍ଭେ ମଧ୍ୟ ଇସ୍ରାଏଲ ବଂଶର କୃତ ସକଳ କ୍ରିୟା ସକାଶୁ ସେମାନଙ୍କୁ ଦୂର କରିଦେବା,” ଏହା ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି କଥା କହନ୍ତି: “ଯଦି ଊର୍ଦ୍ଧ୍ୱସ୍ଥ ଆକାଶମଣ୍ଡଳ ପରିମିତ ହୋଇ ପାରେ ଓ ଅଧଃସ୍ଥ ପୃଥିବୀର ମୂଳ ଅନୁସନ୍ଧାନ କରାଯାଇ ପାରେ, ତେବେ ଆମ୍ଭେ ମଧ୍ୟ ଇସ୍ରାଏଲ ବଂଶର କୃତ ସକଳ କ୍ରିୟା ସକାଶୁ ସେମାନଙ୍କୁ ଦୂର କରି ଦେବା,” ଏହା ସଦାପ୍ରଭୁ କହନ୍ତି।