Jeremiah 31:38 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହନ୍ତି, ଏପରି ଏକ ସମୟ ଆସୁଅଛି, ଯେତବେେଳେ ୟିରୁଶାଲମ ନଗର ପୁନର୍ବାର ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ନିର୍ମିତ ହବେ। ତା'ପ ରେ ହନନଲେ ଦୁର୍ଗରୁ କଣ ଫାଟକ ପର୍ୟ୍ଯନ୍ତ ତାହା ନିର୍ମିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ନଗର ହନନେଲର ଦୁର୍ଗଠାରୁ କୋଣ-ଦ୍ଵାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମିତ ହେବ, ଏପରି ସମୟ ଆସୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ନୂତନ ଯିରୁଶାଲମ ସଦାପ୍ରଭୁ କହନ୍ତି, “ଏପରି ଏକ ସମୟ ଆସୁଅଛି, ଯେତେବେଳେ ଯିରୁଶାଲମ ନଗର ପୁନର୍ବାର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିର୍ମିତ ହେବ। ତା’ପରେ ହନନେଲ ଦୁର୍ଗରୁ କୋଣ ଫାଟକ ପର୍ଯ୍ୟନ୍ତ ତାହା ନିର୍ମିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ନଗର ହନନେଲର ଦୁର୍ଗଠାରୁ କୋଣ ଦ୍ୱାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମିତ ହେବ, ଏପରି ସମୟ ଆସୁଅଛି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ନଗର ହନନେଲର ଦୁର୍ଗଠାରୁ କୋଣ ଦ୍ୱାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମିତ ହେବ, ଏପରି ସମୟ ଆସୁଅଛି।