Jeremiah 31:39 — Compare Translations
5 translations compared side by side
Odia - 1840
"ଆଉ ସଠାରୁେ ପରିମାପକ ରଜ୍ଜୁ ଗା ରେବ୍ ଉପପର୍ବତ ପର୍ୟ୍ଯନ୍ତ ସଳଖ ୟିବ ଓ ସଠାରୁେ ବୁଲି ଗୋୟା ପର୍ୟ୍ଯନ୍ତ ୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେଠାରୁ ପରିମାଣ-ରଜ୍ଜୁ ଗାରେବ୍ ଉପପର୍ବତ ପର୍ଯ୍ୟନ୍ତ ସଳଖ ଯିବ ଓ ବୁଲି ଗୋୟା ପର୍ଯ୍ୟନ୍ତ ଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେଠାରୁ ପରିମାପକ ରଜ୍ଜୁ ଗାରେବ୍ ଉପପର୍ବତ ପର୍ଯ୍ୟନ୍ତ ସଳଖ ଯିବ ଓ ସେଠାରୁ ବୁଲି ଗୋୟା ପର୍ଯ୍ୟନ୍ତ ଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେଠାରୁ ପରିମାଣ ରଜ୍ଜୁ ଗାରେବ୍ ଉପପର୍ବତ ପର୍ଯ୍ୟନ୍ତ ସଳଖ ଯିବ ଓ ବୁଲି ଗୋୟା ପର୍ଯ୍ୟନ୍ତ ଯିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେଠାରୁ ପରିମାଣ ରଜ୍ଜୁ ଗାରେବ୍ ଉପପର୍ବତ ପର୍ଯ୍ୟନ୍ତ ସଳଖ ଯିବ ଓ ବୁଲି ଗୋୟା ପର୍ଯ୍ୟନ୍ତ ଯିବ।