Jeremiah 31:4 — Compare Translations
5 translations compared side by side
Odia - 1840
" ହେ ଇଶ୍ରାୟେଲ କୁମାରୀ, ଆମ୍ଭେ ତୁମ୍ଭକୁ ପୁନର୍ବାର ଗଢ଼ିବା। ତୁମ୍ଭେ ପୁନର୍ବାର ଏକ ଦେଶ ହବେ। ତୁମ୍ଭେ ପୁଣି ଆପଣା ତବଲା ରେ ବିଭୂଷିତା ହାଇେ ଆନନ୍ଦକାରୀମାନଙ୍କ ସଙ୍ଗେ ନୃତ୍ଯ କରି ଗମନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଇସ୍ରାଏଲ କୁମାରୀ, ଆମ୍ଭେ ତୁମ୍ଭକୁ ପୁନର୍ବାର ଗଢ଼ିବା ଓ ତୁମ୍ଭେ ଗଢ଼ାଯିବ; ତୁମ୍ଭେ ପୁନର୍ବାର ଆପଣା ତବଲରେ ବିଭୂଷିତା ହେବ ଓ ଆନନ୍ଦକାରୀମାନଙ୍କ ସଙ୍ଗେ ନୃତ୍ୟ କରି ଗମନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ଇସ୍ରାଏଲ କୁମାରୀ, ଆମ୍ଭେ ତୁମ୍ଭକୁ ପୁନର୍ବାର ଗଢ଼ିବା। ତୁମ୍ଭେ ପୁନର୍ବାର ଏକ ଦେଶ ହେବ। ତୁମ୍ଭେ ପୁଣି ଆପଣା ତବଲାରେ ବିଭୂଷିତା ହୋଇ ଆନନ୍ଦକାରୀମାନଙ୍କ ସଙ୍ଗେ ନୃତ୍ୟ କରି ଗମନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଇସ୍ରାଏଲ କୁମାରୀ, ଆମ୍ଭେ ତୁମ୍ଭକୁ ପୁନର୍ବାର ଗଢ଼ିବା ଓ ତୁମ୍ଭେ ଗଢ଼ାଯିବ; ତୁମ୍ଭେ ପୁନର୍ବାର ଆପଣା ତବଲରେ ବିଭୂଷିତା ହେବ ଓ ଆନନ୍ଦକାରୀମାନଙ୍କ ସଙ୍ଗେ ନୃତ୍ୟ କରି ଗମନ କରିବ।
Odia IRV 2017 (ଓଡିଆ ବାଇବେଲ)
ହେ ଇସ୍ରାଏଲ କୁମାରୀ, ଆମ୍ଭେ ତୁମ୍ଭକୁ ପୁନର୍ବାର ଗଢ଼ିବା ଓ ତୁମ୍ଭେ ଗଢ଼ାଯିବ; ତୁମ୍ଭେ ପୁନର୍ବାର ଆପଣା ତବଲରେ ବିଭୂଷିତା ହେବ ଓ ଆନନ୍ଦକାରୀମାନଙ୍କ ସଙ୍ଗେ ନୃତ୍ୟ କରି ଗମନ କରିବ।