Jeremiah 31:40 — Compare Translations

5 translations compared side by side

Odia - 1840
"ପୁଣି ଶବ ଭସ୍ମ ରେ ପୂର୍ଣ୍ଣ ହାଇେଥିବା ଉପତ୍ୟକା, କିଦ୍ରୋଣ ଷୋର୍ତ ପର୍ୟ୍ଯନ୍ତ ସମସ୍ତ କ୍ଷେତ୍ର ଓ ପୂର୍ବ ଦିଗସ୍ଥ ଅଶ୍ବ ଦ୍ବାରର କଣ ପର୍ୟ୍ଯନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ହବେ। ଆଉ ସହେି ୟିରୁଶାଲମ ନଗର କବେେ ଉତ୍ପାଟିତ ବା ନିପାତିତ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଶବ ଓ ଭସ୍ମର ସମୁଦାୟ ଉପତ୍ୟକା ଓ କିଦ୍ରୋଣ ସ୍ରୋତ ପର୍ଯ୍ୟନ୍ତ ସକଳ କ୍ଷେତ୍ର, ପୂର୍ବଦିଗସ୍ଥ ଅଶ୍ଵଦ୍ଵାରର କୋଣ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ସଦା କାଳ ପର୍ଯ୍ୟନ୍ତ ଆଉ ଉତ୍ପାଟିତ କିଅବା ନିପାତିତ ନୋହିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଶବ ଭସ୍ମରେ ପୂର୍ଣ୍ଣ ହୋଇଥିବା ଉପତ୍ୟକା, କିଦ୍ରୋଣ ସ୍ରୋତ ପର୍ଯ୍ୟନ୍ତ ସମସ୍ତ କ୍ଷେତ୍ର ଓ ପୂର୍ବ ଦିଗସ୍ଥ ଅଶ୍ୱ ଦ୍ୱାରର କୋଣ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ। ଆଉ ସେହି ଯିରୁଶାଲମ ନଗର କେବେ ଉତ୍ପାଟିତ ବା ନିପାତିତ ହେବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶବ ଓ ଭସ୍ମର ସମୁଦାୟ ଉପତ୍ୟକା ଓ କିଦ୍ରୋଣ ସ୍ରୋତ ପର୍ଯ୍ୟନ୍ତ ସକଳ କ୍ଷେତ୍ର, ପୂର୍ବଦିଗସ୍ଥ ଅଶ୍ୱଦ୍ୱାରର କୋଣ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ସଦାକାଳ ପର୍ଯ୍ୟନ୍ତ ଆଉ ଉତ୍ପାଟିତ କିଅବା ନିପାତିତ ହେବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶବ ଓ ଭସ୍ମର ସମୁଦାୟ ଉପତ୍ୟକା ଓ କିଦ୍ରୋଣ ସ୍ରୋତ ପର୍ଯ୍ୟନ୍ତ ସକଳ କ୍ଷେତ୍ର, ପୂର୍ବ ଦିଗସ୍ଥ ଅଶ୍ୱଦ୍ୱାରର କୋଣ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ସଦାକାଳ ପର୍ଯ୍ୟନ୍ତ ଆଉ ଉତ୍ପାଟିତ କିଅବା ନିପାତିତ ହେବ ନାହିଁ।”