Jeremiah 31:5 — Compare Translations

5 translations compared side by side

Odia - 1840
"ତୁମ୍ଭେ କୃଷକମାନେ ପୁନର୍ବାର ଶମରିଯାର ପର୍ବତ ରେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ। ତୁମ୍ଭମାନେେ ରୋପଣ କରି ତାହାର ଫଳ ଭୋଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ପୁନର୍ବାର ଶମରୀୟାର ପର୍ବତରେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ, ରୋପଣକାରୀମାନେ ରୋପଣ କରି ତହିଁର ଫଳ ଭୋଗ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କୃଷକମାନେ ପୁନର୍ବାର ଶମରିୟାର ପର୍ବତରେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ। ତୁମ୍ଭେମାନେ ରୋପଣ କରି ତାହାର ଫଳ ଭୋଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ପୁନର୍ବାର ଶମରୀୟାର ପର୍ବତରେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ, ରୋପଣକାରୀମାନେ ରୋପଣ କରି ତହିଁର ଫଳ ଭୋଗ କରିବେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ପୁନର୍ବାର ଶମରୀୟାର ପର୍ବତରେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ, ରୋପଣକାରୀମାନେ ରୋପଣ କରି ତହିଁର ଫଳ ଭୋଗ କରିବେ।