Jeremiah 31:6 — Compare Translations

5 translations compared side by side

Odia - 1840
"ଏପରି ଏକ ସମୟ ଆସିବ ଯେତବେେଳେ ପ୍ରହରୀମାନେ ଇଫ୍ରଯିମ ପର୍ବତ ରେ ଘାଷେଣା କରି କହିବେ, 'ଆସ, ଆମ୍ଭମାନେେ ସିୟୋନକୁ ୟିବା ଓ ଆମ୍ଭର ସଦାପ୍ରଭୁ' ପରମେଶ୍ବରଙ୍କୁ ପୂଜା କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେଉଁ ଦିନରେ ପ୍ରହରୀମାନେ ଇଫ୍ରୟିମ ପର୍ବତରେ ଘୋଷଣା କରି କହିବେ, ଉଠ, ଆମ୍ଭେମାନେ ସିୟୋନକୁ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଛାମୁକୁ ଯାଉ, ଏପରି ଦିନ ଆସିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏପରି ଏକ ସମୟ ଆସିବ ଯେତେବେଳେ ପ୍ରହରୀମାନେ ଇଫ୍ରୟିମ ପର୍ବତରେ ଘୋଷଣା କରି କହିବେ, ‘ଆସ, ଆମ୍ଭେମାନେ ସିୟୋନକୁ ଯିବା ଓ ଆମ୍ଭର ସଦାପ୍ରଭୁ’ ପରମେଶ୍ୱରଙ୍କୁ ପୂଜା କରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେଉଁ ଦିନରେ ପ୍ରହରୀମାନେ ଇଫ୍ରୟିମ ପର୍ବତରେ ଘୋଷଣା କରି କହିବେ, ‘ଉଠ, ଆମ୍ଭେମାନେ ସିୟୋନକୁ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛାମୁକୁ ଯାଉ, ଏପରି ଦିନ ଆସିବ।’”
Odia IRV 2017 (ଓଡିଆ ବାଇବେଲ)
କାରଣ ଯେଉଁ ଦିନରେ ପ୍ରହରୀମାନେ ଇଫ୍ରୟିମ ପର୍ବତରେ ଘୋଷଣା କରି କହିବେ, ଉଠ, ଆମ୍ଭେମାନେ ସିୟୋନକୁ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛାମୁକୁ ଯାଉ,ଏପରି ଦିନ ଆସିବ।”