Jeremiah 31:7 — Compare Translations

5 translations compared side by side

Odia - 1840
"କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ଯାକୁବ ନିମନ୍ତେ ଆନନ୍ଦ ରେ ଗାନ କର। ଅଗ୍ରଗଣ୍ଯ ଦେଶ ନିମନ୍ତେ ଜଯଧ୍ବନି କର, ପ୍ରାର୍ଥନା କର ଓ ପ୍ରଶଂସା କର, ' ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକମାନଙ୍କୁ ଇଶ୍ରାୟେଲର ଅବଶିଷ୍ଟାଂଶ ଲୋକମାନଙ୍କୁ ପରିତ୍ରାଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯାକୁବ ନିମନ୍ତେ ଆନନ୍ଦରେ ଗାନ କର ଓ ଗୋଷ୍ଠୀବର୍ଗର ଅଗ୍ରଗଣ୍ୟ ନିମନ୍ତେ ଜୟଧ୍ଵନି କରନ୍ତ ତୁମ୍ଭେମାନେ ପ୍ରଚାର କରି, ପ୍ରଶଂସା କରି କୁହ, ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକ ଇସ୍ରାଏଲର ଅବଶିଷ୍ଟାଂଶକୁ ପରିତ୍ରାଣ କର ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଯାକୁବ ନିମନ୍ତେ ଆନନ୍ଦରେ ଗାନ କର। ଅଗ୍ରଗଣ୍ୟ ଦେଶ ନିମନ୍ତେ ଜୟଧ୍ୱନି କର, ପ୍ରାର୍ଥନା କର ଓ ପ୍ରଶଂସା କର, ‘ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକମାନଙ୍କୁ ଇସ୍ରାଏଲର ଅବଶିଷ୍ଟାଂଶ ଲୋକମାନଙ୍କୁ ପରିତ୍ରାଣ କର।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଯାକୁବ ନିମନ୍ତେ ଆନନ୍ଦରେ ଗାନ କର ଓ ଗୋଷ୍ଠୀବର୍ଗର ଅଗ୍ରଗଣ୍ୟ ନିମନ୍ତେ ଜୟଧ୍ୱନି କର; ତୁମ୍ଭେମାନେ ପ୍ରଚାର କରି, ପ୍ରଶଂସା କରି କୁହ, ‘ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକ ଇସ୍ରାଏଲର ଅବଶିଷ୍ଟାଂଶକୁ ପରିତ୍ରାଣ କର।’
Odia IRV 2017 (ଓଡିଆ ବାଇବେଲ)