Jeremiah 31:8 — Compare Translations
5 translations compared side by side
Odia - 1840
"ଆଉ ଦେଖ, ଆମ୍ଭେ ସମାନଙ୍କେୁ ଉତ୍ତର ଦେଶରୁ ଆଣିବା। ପୁଣି ପୃଥିବୀର ପ୍ରାନ୍ତ ଭାଗରୁ ସମାନଙ୍କେୁ ଓ ସମାନଙ୍କେ ସହିତ ଅନ୍ଧ, େଛାଟ, ଗର୍ଭବତୀ ଓ ପ୍ରସବ ବଦନୋଗ୍ରସ୍ତା ସ୍ତ୍ରୀଙ୍କୁ ଏକତ୍ର ସଂଗ୍ରହ କରିବା। ସମାନେେ ବହୁ ସଂଖ୍ଯା ରେ ଜନଗହଳି ହାଇେ ଏ ସ୍ଥାନକୁ ଆସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଆମ୍ଭେ ସେମାନଙ୍କୁ ଉତ୍ତର ଦେଶରୁ ଆଣିବା, ପୁଣି ପୃଥିବୀର ପ୍ରାନ୍ତଭାଗରୁ ସେମାନଙ୍କୁ ଓ ସେମାନଙ୍କ ସହିତ ଅନ୍ଧ ଓ ଛୋଟା, ଗର୍ଭବତୀ ଓ ପ୍ରସବବେଦନାଗ୍ରସ୍ତା ସ୍ତ୍ରୀକି ଏକତ୍ର ସଂଗ୍ରହ କରିବା; ସେମାନେ ମହାଲୋକାରଣ୍ୟ ହୋଇ ଏସ୍ଥାନକୁ ଆସିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଦେଖ, ଆମ୍ଭେ ସେମାନଙ୍କୁ ଉତ୍ତର ଦେଶରୁ ଆଣିବା। ପୁଣି ପୃଥିବୀର ପ୍ରାନ୍ତ ଭାଗରୁ ସେମାନଙ୍କୁ ଓ ସେମାନଙ୍କ ସହିତ ଅନ୍ଧ, ଛୋଟା, ଗର୍ଭବତୀ ଓ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀଙ୍କୁ ଏକତ୍ର ସଂଗ୍ରହ କରିବା। ସେମାନେ ବହୁ ସଂଖ୍ୟାରେ ଜନଗହଳି ହୋଇ ଏ ସ୍ଥାନକୁ ଆସିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଆମ୍ଭେ ସେମାନଙ୍କୁ ଉତ୍ତର ଦେଶରୁ ଆଣିବା, ପୁଣି ପୃଥିବୀର ପ୍ରାନ୍ତଭାଗରୁ ସେମାନଙ୍କୁ ଓ ସେମାନଙ୍କ ସହିତ ଅନ୍ଧ ଓ ଛୋଟା, ଗର୍ଭବତୀ ଓ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀକୁ ଏକତ୍ର ସଂଗ୍ରହ କରିବା; ସେମାନେ ମହାଲୋକାରଣ୍ୟ ହୋଇ ଏହି ସ୍ଥାନକୁ ଆସିବେ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଆମ୍ଭେ ସେମାନଙ୍କୁ ଉତ୍ତର ଦେଶରୁ ଆଣିବା, ପୁଣି ପୃଥିବୀର ପ୍ରାନ୍ତଭାଗରୁ ସେମାନଙ୍କୁ ଓ ସେମାନଙ୍କ ସହିତ ଅନ୍ଧ ଓ ଛୋଟା, ଗର୍ଭବତୀ ଓ ପ୍ରସବବେଦନାଗ୍ରସ୍ତା ସ୍ତ୍ରୀକୁ ଏକତ୍ର ସଂଗ୍ରହ କରିବା; ସେମାନେ ମହାଲୋକାରଣ୍ୟ ହୋଇ ଏହି ସ୍ଥାନକୁ ଆସିବେ।