Jeremiah 31:9 — Compare Translations
5 translations compared side by side
Odia - 1840
"ସମାନେେ କ୍ରନ୍ଦନ କରି ଆସୁଥିଲା ବେଳେ ଆମ୍ଭେ ସମାନଙ୍କେୁ ଆଗଇେ ନବୋ। ଆମ୍ଭେ ସମାନଙ୍କେୁ ଜଳପୂର୍ଣ୍ଣ ନଦୀଗୁଡ଼ିକ ନିକଟ ଦଇେ ସଳଖ ପଥରେ ଗମନ କରାଇବା। ସେ ପଥରେ ସମାନେେ ଝୁଣ୍ଟିବେ ନାହିଁ। କାରଣ ଆମ୍ଭେ ଇଶ୍ରାୟେଲର ପିତା ଓ ଇଫ୍ରଯିମ ଆମ୍ଭର ପ୍ରଥମଜାତ ସନ୍ତାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ କ୍ରନ୍ଦନ କରୁ କରୁ ଆମ୍ଭ ଦ୍ଵାରା ଆନୀତ ହେବେ, ଆମ୍ଭେ ସେମାନଙ୍କୁ ସଜଳ ନଦୀମାନର ନିକଟ ଦେଇ ସଳଖ ପଥରେ ଗମନ କରାଇବା, ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ; କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କ୍ରନ୍ଦନ କରି ଆସୁଥିଲା ବେଳେ ଆମ୍ଭେ ସେମାନଙ୍କୁ ଆଗେଇ ନେବା। ଆମ୍ଭେ ସେମାନଙ୍କୁ ଜଳପୂର୍ଣ୍ଣ ନଦୀଗୁଡ଼ିକ ନିକଟ ଦେଇ ସଳଖ ପଥରେ ଗମନ କରାଇବା। ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ। କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ କ୍ରନ୍ଦନ କରୁ କରୁ ଆମ୍ଭ ଦ୍ୱାରା ଆନୀତ ହେବେ, ଆମ୍ଭେ ସେମାନଙ୍କୁ ସଜଳ ନଦୀମାନର ନିକଟ ଦେଇ ସଳଖ ପଥରେ ଗମନ କରାଇବା, ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ; କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ।
Odia IRV 2017 (ଓଡିଆ ବାଇବେଲ)
ସେମାନେ କ୍ରନ୍ଦନ କରୁ କରୁ ଆମ୍ଭ ଦ୍ୱାରା ଆନୀତ ହେବେ, ଆମ୍ଭେ ସେମାନଙ୍କୁ ସଜଳ ନଦୀମାନର ନିକଟ ଦେଇ ସଳଖ ପଥରେ ଗମନ କରାଇବା, ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ; କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ।”