Jeremiah 32:1 — Compare Translations

5 translations compared side by side

Odia - 1840
"ଯିହୁଦାର ରାଜା ସିଦିକିଯର ଦଶମ ବର୍ଷ ରେ ଅର୍ଥାତ୍ ନବୂଖଦନିତ୍ସରର ଶାସନର ଅଷ୍ଟାଦଶ ବର୍ଷ ରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ଯ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦାର ରାଜା ସିଦିକୀୟର ଅଧିକାରର ଦଶମ ବର୍ଷରେ, ଅର୍ଥାତ୍, ନବୂଖଦ୍ନିତ୍ସରର ଅଧିକାରର ଅଷ୍ଟାଦଶ ବର୍ଷରେ ସଦାପ୍ରଭୁଙ୍କଠାରୁଯେଉଁ ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ ।
Odia Bible ERV 2004 (ପବିତ୍ର ବାଇବଲ)
ଯିରିମିୟଙ୍କର ଏକ କ୍ଷେତ୍ର କ୍ରୟ ଯିହୁଦାର ରାଜା ସିଦିକିୟର ଦଶମ ବର୍ଷରେ ଅର୍ଥାତ୍ ନବୂଖ‌ଦ୍‌ନିତ୍ସରର ଶାସନର ଅଷ୍ଟାଦଶ ବର୍ଷରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ଦଶମ ବର୍ଷରେ, ଅର୍ଥାତ୍‍, ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ଅଷ୍ଟାଦଶ ବର୍ଷରେ ସଦାପ୍ରଭୁଙ୍କଠାରୁ ଯେଉଁ ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।
Odia IRV 2017 (ଓଡିଆ ବାଇବେଲ)
ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ଦଶମ ବର୍ଷରେ, ଅର୍ଥାତ୍‍, ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ଅଷ୍ଟାଦଶ ବର୍ଷରେ ସଦାପ୍ରଭୁଙ୍କଠାରୁ ଯେଉଁ ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।