Jeremiah 32:10 — Compare Translations
5 translations compared side by side
Odia - 1840
"ଆଉ ମୁଁ କ୍ରଯ ପତ୍ର ରେ ସ୍ବାକ୍ଷର କରି ମୁଦ୍ରାଙ୍କ କଲି ଓ ସାକ୍ଷୀ ରଖି ନିକିତି ରେ ରୂପା ତୌଲି ତାହାକୁ ଦଲେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ମୁଁ କ୍ରୟପତ୍ରରେ ସ୍ଵାକ୍ଷର କରି ମୁଦ୍ରାଙ୍କ କଲି ଓ ସାକ୍ଷୀ ରଖି ନିକ୍ତିରେ ରୂପା ତୌଲି ତାହାକୁ ଦେଲି ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମୁଁ କ୍ରୟ ପତ୍ରରେ ସ୍ୱାକ୍ଷର କରି ମୁଦ୍ରାଙ୍କ କଲି ଓ ସାକ୍ଷୀ ରଖି ନିକିତିରେ ରୂପା ତୌଲି ତାହାକୁ ଦେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ମୁଁ କ୍ରୟପତ୍ରରେ ସ୍ୱାକ୍ଷର କରି ମୁଦ୍ରାଙ୍କ କଲି ଓ ସାକ୍ଷୀ ରଖି ନିକ୍ତିରେ ରୂପା ତୌଲି ତାହାକୁ ଦେଲି।
Odia IRV 2017 (ଓଡିଆ ବାଇବେଲ)
ଆଉ, ମୁଁ କ୍ରୟପତ୍ରରେ ସ୍ୱାକ୍ଷର କରି ମୁଦ୍ରାଙ୍କ କଲି ଓ ସାକ୍ଷୀ ରଖି ନିକ୍ତିରେ ରୂପା ତୌଲି ତାହାକୁ ଦେଲି।