Jeremiah 32:12 — Compare Translations

5 translations compared side by side

Odia - 1840
"ପୁଣି ମାେ ପିତୃବ୍ଯର ପୁତ୍ର ହନନଲରେ ସାକ୍ଷାତ ରେ, କ୍ରଯପତ୍ରର ସ୍ବାକ୍ଷରକାରୀ ସାକ୍ଷୀମାନଙ୍କ ସାକ୍ଷାତ ରେ ମୁଁ ସହେି କ୍ରଯପତ୍ର ମହ ସଯରେ ପୌତ୍ର ନରେିଯର ପୁତ୍ର ବାରୂକର ହସ୍ତ ରେ ସମର୍ପଣ କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୋʼ ପିତୃବ୍ୟର ପୁତ୍ର ହନନେଲର ସାକ୍ଷାତରେ ଓ କ୍ରୟପତ୍ରରେ ସ୍ଵାକ୍ଷରକାରୀ ସାକ୍ଷୀମାନଙ୍କ ସାକ୍ଷାତରେ ଓ ପ୍ରହରୀ-ପ୍ରାଙ୍ଗଣରେ ଉପବିଷ୍ଟ ସମସ୍ତ ଯିହୁଦୀମାନଙ୍କ ସାକ୍ଷାତରେ ମୁଁ ସେହି କ୍ରୟପତ୍ର ମହସେୟର ପୌତ୍ର ନେରୀୟର ପୁତ୍ର ବାରୂକର ହସ୍ତରେ ସମର୍ପଣ କଲି ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ମୋ’ ପିତୃବ୍ୟର ପୁତ୍ର ହନନେଲର ସାକ୍ଷାତରେ, କ୍ରୟପତ୍ରର ସ୍ୱାକ୍ଷରକାରୀ ସାକ୍ଷୀମାନଙ୍କ ସାକ୍ଷାତରେ ମୁଁ ସେହି କ୍ରୟପତ୍ର ମହସେୟର ପୌତ୍ର ନେରିୟର ପୁତ୍ର ବାରୂକର ହସ୍ତରେ ସମର୍ପଣ କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୋʼ ପିତୃବ୍ୟର ପୁତ୍ର ହନନେଲର ସାକ୍ଷାତରେ ଓ କ୍ରୟପତ୍ରରେ ସ୍ୱାକ୍ଷରକାରୀ ସାକ୍ଷୀମାନଙ୍କ ସାକ୍ଷାତରେ ଓ ପ୍ରହରୀ ପ୍ରାଙ୍ଗଣରେ ଉପବିଷ୍ଟ ସମସ୍ତ ଯିହୁଦୀମାନଙ୍କ ସାକ୍ଷାତରେ ମୁଁ ସେହି କ୍ରୟପତ୍ର ମହସେୟର ପୌତ୍ର ନେରୀୟର ପୁତ୍ର ବାରୂକର ହସ୍ତରେ ସମର୍ପଣ କଲି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୋ’ ପିତୃବ୍ୟର ପୁତ୍ର ହନନେଲର ସାକ୍ଷାତରେ ଓ କ୍ରୟପତ୍ରରେ ସ୍ୱାକ୍ଷରକାରୀ ସାକ୍ଷୀମାନଙ୍କ ସାକ୍ଷାତରେ ଓ ପ୍ରହରୀ ପ୍ରାଙ୍ଗଣରେ ଉପବିଷ୍ଟ ସମସ୍ତ ଯିହୁଦୀମାନଙ୍କ ସାକ୍ଷାତରେ ମୁଁ ସେହି କ୍ରୟପତ୍ର ମହସେୟର ପୌତ୍ର ନେରୀୟର ପୁତ୍ର ବାରୂକର ହସ୍ତରେ ସମର୍ପଣ କଲି।