Jeremiah 32:14 — Compare Translations

5 translations compared side by side

Odia - 1840
"ସୈନ୍ଯାଧିପତି ଇଶ୍ରାୟେଲର ପରମେଶ୍ବର କହନ୍ତି, 'ତୁମ୍ଭେ ଏହି ଦୁଇଖଣ୍ଡ କ୍ରଯ ଦଲିଲ ନିଅ, ଗୋଟିଏ ମୁଦି ଦିଆୟାଇଥିବା ଓ ଅନ୍ୟଟି ଖାେଲା ଓ ତାହା ଯେପରି ତୀର୍ଘକାଳ ରହିବ ଏଥିପାଇଁ ଏକ ମୃତ୍ତିକା ପାତ୍ର ରେ ରଖ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେ ଏହି ମୁଦ୍ରାଙ୍କିତ ଓ ଖୋଲା ଦୁଇଖଣ୍ତ କ୍ରୟପତ୍ର ନେଇ ତାହା ଯେପରି ଅନେକ, ଦିନ ରହିବ, ଏଥିପାଇଁ ଏକ ମୃତ୍ତିକା ପାତ୍ରରେ ରଖ ।
Odia Bible ERV 2004 (ପବିତ୍ର ବାଇବଲ)
“ସୈନ୍ୟାଧିପତି ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭେ ଏହି ଦୁଇଖଣ୍ଡ କ୍ରୟ ଦଲିଲ୍ ନିଅ, ଗୋଟିଏ ମୁଦି ଦିଆଯାଇଥିବା ଓ ଅନ୍ୟଟି ଖୋଲା ଓ ତାହା ଯେପରି ଦୀର୍ଘକାଳ ରହିବ ଏଥିପାଇଁ ଏକ ମୃତ୍ତିକା ପାତ୍ରରେ ରଖ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଏହି ମୁଦ୍ରାଙ୍କିତ ଓ ଖୋଲା ଦୁଇ ଖଣ୍ଡ କ୍ରୟପତ୍ର ନେଇ ତାହା ଯେପରି ଅନେକ ଦିନ ରହିବ, ଏଥିପାଇଁ ଏକ ମୃତ୍ତିକା ପାତ୍ରରେ ରଖ।
Odia IRV 2017 (ଓଡିଆ ବାଇବେଲ)
“ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭେ ଏହି ମୁଦ୍ରାଙ୍କିତ ଓ ଖୋଲା ଦୁଇଖଣ୍ଡ କ୍ରୟପତ୍ର ନେଇ ତାହା ଯେପରି ଅନେକ ଦିନ ରହିବ, ଏଥିପାଇଁ ଏକ ମୃତ୍ତିକା ପାତ୍ରରେ ରଖ।’