Jeremiah 32:15 — Compare Translations
5 translations compared side by side
Odia - 1840
"ଆଉ ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, ଭବିଷ୍ଯତ ରେ ଆମ୍ଭର ଲୋକମାନେ ଆହୁରି ଗୃହ, କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର କ୍ରଯ କରିବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଏହି ଦେଶରେ ଆହୁରି ଗୃହ ଓ କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର କ୍ରୟ କରାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଭବିଷ୍ୟତରେ ଆମ୍ଭର ଲୋକମାନେ ଆହୁରି ଗୃହ, କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର କ୍ରୟ କରିବେ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଏହି ଦେଶରେ ଆହୁରି ଗୃହ, କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର କ୍ରୟ କରାଯିବ।’
Odia IRV 2017 (ଓଡିଆ ବାଇବେଲ)
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଏହି ଦେଶରେ ଆହୁରି ଗୃହ, କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର କ୍ରୟ କରାଯିବ।’”