Jeremiah 32:16 — Compare Translations

5 translations compared side by side

Odia - 1840
"ନରେିଯର ପୁତ୍ର ବାରୂକକୁ ସହେି କ୍ରଯପତ୍ର ସମର୍ପି ଦଲୋ ପ ରେ ମୁଁ ସଦାପ୍ରଭୁଙ୍କ ନିକଟରେ ଏହି ପ୍ରାର୍ଥନା କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନେରୀୟର ପୁତ୍ର ବାରୂକକୁ ସେହି କ୍ରୟପତ୍ର ସମର୍ପି ଦେଲା ଉତ୍ତାରେ ମୁଁ ସଦାପ୍ରଭୁଙ୍କ ନିକଟରେ ଏହି ପ୍ରାର୍ଥନା କଲି ।
Odia Bible ERV 2004 (ପବିତ୍ର ବାଇବଲ)
ନେରିୟର ପୁତ୍ର ବାରୂକକୁ ସେହି କ୍ରୟପତ୍ର ସମର୍ପି ଦେଲା ପରେ ମୁଁ ସଦାପ୍ରଭୁଙ୍କ ନିକଟରେ ଏହି ପ୍ରାର୍ଥନା କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନେରୀୟର ପୁତ୍ର ବାରୂକକୁ ସେହି କ୍ରୟପତ୍ର ସମର୍ପି ଦେଲା ଉତ୍ତାରେ ମୁଁ ସଦାପ୍ରଭୁଙ୍କ ନିକଟରେ ଏହି ପ୍ରାର୍ଥନା କଲି।
Odia IRV 2017 (ଓଡିଆ ବାଇବେଲ)
ନେରୀୟର ପୁତ୍ର ବାରୂକକୁ ସେହି କ୍ରୟପତ୍ର ସମର୍ପି ଦେଲା ଉତ୍ତାରେ ମୁଁ ସଦାପ୍ରଭୁଙ୍କ ନିକଟରେ ଏହି ପ୍ରାର୍ଥନା କଲି।