Jeremiah 32:17 — Compare Translations
5 translations compared side by side
Odia - 1840
" ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିଶାଳ ବାହୁ ଦ୍ବାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ। ତୁମ୍ଭର ଅସାଧ୍ଯ କିଛି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ଵାରା ଆକାଶମଣ୍ତଳ ଓ ପୃଥିବୀ ନିର୍ମାଣ କରିଅଛ; ତୁମ୍ଭର ଅସାଧ୍ୟ କିଛି ହିଁ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
“ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିଶାଳ ବାହୁ ଦ୍ୱାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ। ତୁମ୍ଭର ଅସାଧ୍ୟ କିଛି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ; ତୁମ୍ଭର ଅସାଧ୍ୟ କିଛି ହିଁ ନାହିଁ;
Odia IRV 2017 (ଓଡିଆ ବାଇବେଲ)
“ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ; ତୁମ୍ଭର ଅସାଧ୍ୟ କିଛି ହିଁ ନାହିଁ;