Jeremiah 32:19 — Compare Translations
5 translations compared side by side
Odia - 1840
"ତୁମ୍ଭର ମନ୍ତ୍ରଣା ଓ କ୍ରିଯା ମହାନ୍। ତୁମ୍ଭେ ପ୍ରେତ୍ୟକକଙ୍କର କାର୍ୟ୍ଯକଳାପ ଲକ୍ଷ୍ଯ କର। ତୁମ୍ଭେ କ୍ରିଯାନୁସା ରେ ସମୁଚିତ ଫଳ ସମାନଙ୍କେୁ ପ୍ରଦାନ କର। ସୁକର୍ମ କରୁଥିବା ବ୍ଯକ୍ତି ପୁରସ୍କୃତ ଓ ଅଧର୍ମ କରୁଥିବା ବ୍ଯକ୍ତି ଦଣ୍ଡିତ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମନ୍ତ୍ରଣାରେ ମହାନ ଓ କ୍ରିୟାରେ ପରାକ୍ରାନ୍ତ; ପ୍ରତ୍ୟେକ ଲୋକକୁ ତାହାର ଗତି ଓ କ୍ରିୟାନୁସାରେ ସମୁଚିତ ଫଳ ଦେବା ନିମନ୍ତେ ମନୁଷ୍ୟ-ସନ୍ତାନଗଣର ସକଳ ପଥ ପ୍ରତି ତୁମ୍ଭର ଚକ୍ଷୁ ମୁକ୍ତ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ମନ୍ତ୍ରଣା ଓ କ୍ରିୟା ମହାନ। ତୁମ୍ଭେ ପ୍ରତ୍ୟେକଙ୍କର କାର୍ଯ୍ୟକଳାପ ଲକ୍ଷ୍ୟ କର। ତୁମ୍ଭେ କ୍ରିୟାନୁସାରେ ସମୁଚିତ ଫଳ ସେମାନଙ୍କୁ ପ୍ରଦାନ କର। ସୁକର୍ମ କରୁଥିବା ବ୍ୟକ୍ତି ପୁରସ୍କୃତ ଓ ଅଧର୍ମ କରୁଥିବା ବ୍ୟକ୍ତି ଦଣ୍ଡିତ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମନ୍ତ୍ରଣାରେ ମହାନ ଓ କ୍ରିୟାରେ ପରାକ୍ରାନ୍ତ; ପ୍ରତ୍ୟେକ ଲୋକକୁ ତାହାର ଗତି ଓ କ୍ରିୟାନୁସାରେ ସମୁଚିତ ଫଳ ଦେବା ନିମନ୍ତେ ମନୁଷ୍ୟ-ସନ୍ତାନଗଣର ସକଳ ପଥ ପ୍ରତି ତୁମ୍ଭର ଚକ୍ଷୁ ମୁକ୍ତ ଥାଏ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମନ୍ତ୍ରଣାରେ ମହାନ ଓ କ୍ରିୟାରେ ପରାକ୍ରାନ୍ତ; ପ୍ରତ୍ୟେକ ଲୋକକୁ ତାହାର ଗତି ଓ କ୍ରିୟାନୁସାରେ ସମୁଚିତ ଫଳ ଦେବା ନିମନ୍ତେ ମନୁଷ୍ୟ ସନ୍ତାନଗଣର ସକଳ ପଥ ପ୍ରତି ତୁମ୍ଭର ଚକ୍ଷୁ ମୁକ୍ତ ଥାଏ।