Jeremiah 32:2 — Compare Translations
5 translations compared side by side
Odia - 1840
"ସେତବେେଳେ ବାବିଲ ରାଜାର ସୈନ୍ଯଗଣ ୟିରୁଶାଲମ ଅବରୋଧ କରୁଥିଲେ ଓ ଯିରିମିୟ ଭବିଷ୍ଯଦବକ୍ତା ଯିହୁଦାର ରାଜଗୃହର ପ୍ରହରୀ ପ୍ରାଙ୍ଗଣ ରେ ବନ୍ଦ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ବାବିଲ ରାଜାର ସୈନ୍ୟଗଣ ଯିରୂଶାଲମ ଅବରୋଧ କରୁଥିଲେ; ପୁଣି, ଯିରିମୀୟ ଭବିଷ୍ୟଦ୍ବକ୍ତା ଯିହୁଦାର ରାଜଗୃହର ପ୍ରହରୀ-ପ୍ରାଙ୍ଗଣରେ ବନ୍ଦ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ବାବିଲ ରାଜାର ସୈନ୍ୟଗଣ ଯିରୁଶାଲମ ଅବରୋଧ କରୁଥିଲେ ଓ ଯିରିମିୟ ଭବିଷ୍ୟଦ୍ବକ୍ତା ଯିହୁଦାର ରାଜଗୃହର ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ବାବିଲ ରାଜାର ସୈନ୍ୟଗଣ ଯିରୂଶାଲମ ଅବରୋଧ କରୁଥିଲେ; ପୁଣି, ଯିରିମୀୟ ଭବିଷ୍ୟଦ୍ବକ୍ତା ଯିହୁଦାର ରାଜଗୃହର ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ବାବିଲ ରାଜାର ସୈନ୍ୟଗଣ ଯିରୂଶାଲମ ଅବରୋଧ କରୁଥିଲେ; ପୁଣି, ଯିରିମୀୟ ଭବିଷ୍ୟଦ୍ବକ୍ତା ଯିହୁଦାର ରାଜଗୃହର ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିଲେ।