Jeremiah 32:20 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ମିଶର ରେ ନାନା ଅଦ୍ଭୁତ ଓ ଅଲୌକିକ କାର୍ୟ୍ଯ ସାଦନ କରିଅଛ। ଆଜି ପର୍ୟ୍ଯନ୍ତ ଇଶ୍ରାୟେଲ ଓ ଅନ୍ଯାନ୍ଯ ଲୋକମାନଙ୍କ ମଧିଅରେ ସହେି ଅଦ୍ଭୁତ ଲକ୍ଷଣ ଦଖାେଉଛ। ପୁଣି ଏହିସବୁ କାର୍ୟ୍ଯ ଯୋଗୁଁ ତୁମ୍ଭେ ପ୍ରସିଦ୍ଧ ହାଇେଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମିସର ଦେଶରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ଦେଖାଇଲ, ଆଜି ପର୍ଯ୍ୟନ୍ତ ହିଁ ଇସ୍ରାଏଲ ଓ ଅନ୍ୟାନ୍ୟ ଲୋକଙ୍କ ମଧ୍ୟରେ ଦେଖାଉଅଛ, ପୁଣି ଆଜିର ନ୍ୟାୟ ଆପଣାର ନାମ ପ୍ରସିଦ୍ଧ କରୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ମିଶରରେ ନାନା ଅ‌‌ଦ୍‌‌ଭୂତ ଓ ଅଲୌକିକ କାର୍ଯ୍ୟ ସମ୍ପାଦନ କରିଅଛ। ଆଜି ପର୍ଯ୍ୟନ୍ତ ଇସ୍ରାଏଲ ଓ ଅନ୍ୟାନ୍ୟ ଲୋକମାନଙ୍କ ମଧ୍ୟରେ ସେହି ଅ‌‌ଦ୍‌‌ଭୂତ ଲକ୍ଷଣ ଦେଖାଉଛ। ପୁଣି ଏହିସବୁ କାର୍ଯ୍ୟ ଯୋଗୁଁ ତୁମ୍ଭେ ପ୍ରସିଦ୍ଧ ହୋଇଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମିସର ଦେଶରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ଦେଖାଇଲ, ଆଜି ପର୍ଯ୍ୟନ୍ତ ହିଁ ଇସ୍ରାଏଲ ଓ ଅନ୍ୟାନ୍ୟ ଲୋକଙ୍କ ମଧ୍ୟରେ ଦେଖାଉଅଛ, ପୁଣି ଆଜିର ନ୍ୟାୟ ଆପଣାର ନାମ ପ୍ରସିଦ୍ଧ କରୁଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମିସର ଦେଶରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ଦେଖାଇଲ, ଆଜି ପର୍ଯ୍ୟନ୍ତ ହିଁ ଇସ୍ରାଏଲ ଓ ଅନ୍ୟାନ୍ୟ ଲୋକଙ୍କ ମଧ୍ୟରେ ଦେଖାଉଅଛ, ପୁଣି ଆଜିର ନ୍ୟାୟ ଆପଣାର ନାମ ପ୍ରସିଦ୍ଧ କରୁଅଛ।