Jeremiah 32:21 — Compare Translations

5 translations compared side by side

Odia - 1840
"ତୁମ୍ଭେ ସହେି ଅଲୌକିକ ଶକ୍ତି, ଅଦ୍ଭୁତ ଲକ୍ଷଣ, ବଳବାନ୍ ହସ୍ତ ଓ ବିସ୍ତୀର୍ଣ୍ଣ ବାହୁ ଦ୍ବାରା ତୁମ୍ଭର ଇଶ୍ରାୟେଲ ଲୋକଙ୍କୁ ମିଶର ଦେଶରୁ ବାହାର କରି ଆଣିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଚିହ୍ନ, ଅଦ୍ଭୁତ ଲକ୍ଷଣ, ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ ମହତ ଭୟାନକତ୍ଵ ଦ୍ଵାରା ତୁମ୍ଭର ଇସ୍ରାଏଲ ଲୋକଙ୍କୁ ମିସର ଦେଶରୁ ବାହାର କରି ଆଣିଲ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସେହି ଅଲୌକିକ ଶକ୍ତି, ଅ‌‌ଦ୍‌‌ଭୂତ ଲକ୍ଷଣ, ବଳବାନ୍ ହସ୍ତ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ତୁମ୍ଭର ଇସ୍ରାଏଲ ଲୋକଙ୍କୁ ମିଶର ଦେଶରୁ ବାହାର କରି ଆଣିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଚିହ୍ନ, ଅଦ୍ଭୁତ ଲକ୍ଷଣ, ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ ମହତ ଭୟାନକତ୍ତ୍ୱ ଦ୍ୱାରା ତୁମ୍ଭର ଇସ୍ରାଏଲ ଲୋକଙ୍କୁ ମିସର ଦେଶରୁ ବାହାର କରି ଆଣିଲ;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଚିହ୍ନ, ଅଦ୍ଭୁତ ଲକ୍ଷଣ, ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ ମହତ ଭୟାନକତ୍ୱ ଦ୍ୱାରା ତୁମ୍ଭର ଇସ୍ରାଏଲ ଲୋକଙ୍କୁ ମିସର ଦେଶରୁ ବାହାର କରି ଆଣିଲ;