Jeremiah 32:22 — Compare Translations

5 translations compared side by side

Odia - 1840
" ହେ ସଦାପ୍ରଭୁ, ତୁମ୍ଭେ ଯେଉଁ ଦୁଗ୍ଧମଧୁ ପ୍ରବାହୀ ଦେଶ ସମାନଙ୍କେୁ ଦବୋପାଇଁ ସମାନଙ୍କେ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲ, ତାହା ସମାନଙ୍କେୁ ଦଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଏହି ଯେଉଁ ଦୁଗ୍ଧମଧୁପ୍ରବାହୀ ଦେଶ ସେମାନଙ୍କୁ ଦେବା ପାଇଁ ସେମାନଙ୍କ ପିତୃପୁରୁଷଗଣ ନିକଟରେ ଶପଥ କରିଥିଲ, ତାହା ସେମାନଙ୍କୁ ଦେଲ;
Odia Bible ERV 2004 (ପବିତ୍ର ବାଇବଲ)
“ହେ ସଦାପ୍ରଭୁ, ତୁମ୍ଭେ ଯେଉଁ ଦୁ‌ଗ୍‌ଧମଧୁପ୍ରବାହୀ ଦେଶ ସେମାନଙ୍କୁ ଦେବା ପାଇଁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲ, ତାହା ସେମାନଙ୍କୁ ଦେଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଏହି ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ସେମାନଙ୍କୁ ଦେବା ପାଇଁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲ, ତାହା ସେମାନଙ୍କୁ ଦେଲ;
Odia IRV 2017 (ଓଡିଆ ବାଇବେଲ)
ଆଉ, ଏହି ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ସେମାନଙ୍କୁ ଦେବା ପାଇଁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲ, ତାହା ସେମାନଙ୍କୁ ଦେଲ;