Jeremiah 32:23 — Compare Translations
5 translations compared side by side
Odia - 1840
"ପୁଣି ଇଶ୍ରାୟେଲ ଲୋକମାନେ ଆସି ତାହା ଅଧିକାର କଲେ, ମାତ୍ର ସମାନେେ ତୁମ୍ଭ କଥା ପ୍ରତି ଧ୍ଯାନ ଦେଲେ ନାହିଁ। ଆଉ ତୁମ୍ଭ ବ୍ଯବସ୍ଥା ପଥରେ ଚାଲିଲେ ନାହିଁ। ତୁମ୍ଭେ ସମାନଙ୍କେୁ ଯାହାସବୁ ପାଳନ କରିବାକୁ ଆଜ୍ଞା ଦଲେ, ସେସବୁ ମଧ୍ଯରୁ ସମାନେେ କିଛି ପାଳନ କଲେ ନାହିଁ। ତେଣୁ ତୁମ୍ଭେ ସମାନଙ୍କେ ଉପ ରେ ଏହିସବୁ ଅମଙ୍ଗଳ ଘଟାଇଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ଆସି ତାହା ଅଧିକାର କଲେ; ମାତ୍ର ସେମାନେ ତୁମ୍ଭ ରବରେ ମନୋଯୋଗ କଲେ ନାହିଁ; କିଅବା ତୁମ୍ଭ ବ୍ୟବସ୍ଥା ପଥରେ ଚାଲିଲେ ନାହିଁ; ତୁମ୍ଭେ ସେମାନଙ୍କୁ ଯାହା ଯାହା ପାଳନ କରିବାକୁ ଆଜ୍ଞା ଦେଲ, ସେସବୁ ମଧ୍ୟରୁ ସେମାନେ କିଛି ହିଁ ପାଳନ କରି ନାହାନ୍ତି; ଏହେତୁ ତୁମ୍ଭେ ଏହିସବୁ ଅମଙ୍ଗଳ ସେମାନଙ୍କ ଉପରେ ଘଟାଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଇସ୍ରାଏଲ ଲୋକମାନେ ଆସି ତାହା ଅଧିକାର କଲେ, ମାତ୍ର ସେମାନେ ତୁମ୍ଭ କଥା ପ୍ରତି ଧ୍ୟାନ ଦେଲେ ନାହିଁ। ଆଉ ତୁମ୍ଭ ବ୍ୟବସ୍ଥା ପଥରେ ଗ୍ଭଲିଲେ ନାହିଁ। ତୁମ୍ଭେ ସେମାନଙ୍କୁ ଯାହାସବୁ ପାଳନ କରିବାକୁ ଆଜ୍ଞା ଦେଲ, ସେସବୁ ମଧ୍ୟରୁ ସେମାନେ କିଛି ପାଳନ କଲେ ନାହିଁ। ତେଣୁ ତୁମ୍ଭେ ସେମାନଙ୍କ ଉପରେ ଏହିସବୁ ଅମଙ୍ଗଳ ଘଟାଇଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଆସି ତାହା ଅଧିକାର କଲେ; ମାତ୍ର ସେମାନେ ତୁମ୍ଭ ରବରେ ମନୋଯୋଗ କଲେ ନାହିଁ; କିଅବା ତୁମ୍ଭ ବ୍ୟବସ୍ଥା ପଥରେ ଚାଲିଲେ ନାହିଁ; ତୁମ୍ଭେ ସେମାନଙ୍କୁ ଯାହା ଯାହା ପାଳନ କରିବାକୁ ଆଜ୍ଞା ଦେଲ, ସେସବୁ ମଧ୍ୟରୁ ସେମାନେ କିଛି ହିଁ ପାଳନ କରି ନାହାନ୍ତି; ଏହେତୁ ତୁମ୍ଭେ ଏହିସବୁ ଅମଙ୍ଗଳ ସେମାନଙ୍କ ଉପରେ ଘଟାଇଅଛ।
Odia IRV 2017 (ଓଡିଆ ବାଇବେଲ)