Jeremiah 32:24 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ ଶତ୍ରୁମାନେ କାଠଗଣ୍ଡି ନିର୍ମାଣ କରି ନଗର ଅବରୋଧ କରିଛନ୍ତି। ସମାନେେ ଯେପରି ଶତ୍ରୁ ନଗରକୁ ପରାସ୍ତ କରିପାରିବେ ଖଡ୍ଗ, ଦୁର୍ଭିକ୍ଷ, ମହାମାରୀ ଘଟାଇଲେ ଏବଂ ଏହା ବିରୁଦ୍ଧ ରେ ୟୁଦ୍ଧ କରୁଥିବା କଲଦୀଯମାନଙ୍କୁ ତାହା ହସ୍ତାନ୍ତର କର। ହେ ସଦାପ୍ରଭୁ, ତୁମ୍ଭେ କହିଥିଲ ଏହା ଘଟିବ ଓ ଆଜି ଦେଖ ତାହା ଘଟୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିସବୁ ବନ୍ଧ ଦେଖ, ସେମାନେ ଜୟ କରିବା ପାଇଁ ନଗରକୁ ଆସିଅଛନ୍ତି; ପୁଣି, ଖଡ଼୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ସକାଶୁ ନଗର ବିରୁଦ୍ଧରେ ଯୁଦ୍ଧକାରୀ କଲ୍ଦୀୟମାନଙ୍କ ହସ୍ତରେ ତାହା ଦତ୍ତ ହେଉଅଛି; ଆଉ, ତୁମ୍ଭେ ଯାହା କହିଅଛ, ତାହା ସଫଳ ହେଉଅଛି; ପୁଣି ଦେଖ, ତୁମ୍ଭେ ଏହା ଦେଖୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
“ବର୍ତ୍ତମାନ ଶତ୍ରୁମାନେ କାଠଗଣ୍ଡି ନିର୍ମାଣ କରି ନଗର ଅବରୋଧ କରିଛନ୍ତି। ସେମାନେ ଯେପରି ଶତ୍ରୁ ନଗରକୁ ପରାସ୍ତ କରି ପାରିବେ ଖଡ଼୍ଗ, ଦୁର୍ଭିକ୍ଷ, ମହାମାରୀ ଘଟାଇଲେ ଏବଂ ଏହା ବିରୁଦ୍ଧରେ ଯୁଦ୍ଧ କରୁଥିବା କଲ୍ଦୀୟମାନଙ୍କୁ ତାହା ହସ୍ତାନ୍ତର କର। ହେ ସଦାପ୍ରଭୁ, ତୁମ୍ଭେ କହିଥିଲ ଏହା ଘଟିବ ଓ ଆଜି ଦେଖ ତାହା ଘଟୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିସବୁ ବନ୍ଧ ଦେଖ, ସେମାନେ ଜୟ କରିବା ପାଇଁ ନଗରକୁ ଆସିଅଛନ୍ତି; ପୁଣି, ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ସକାଶୁ ନଗର ବିରୁଦ୍ଧରେ ଯୁଦ୍ଧକାରୀ କଲ୍ଦୀୟମାନଙ୍କ ହସ୍ତରେ ତାହା ଦତ୍ତ ହେଉଅଛି; ଆଉ, ତୁମ୍ଭେ ଯାହା କହିଅଛ, ତାହା ସଫଳ ହେଉଅଛି; ପୁଣି ଦେଖ, ତୁମ୍ଭେ ଏହା ଦେଖୁଅଛ।
Odia IRV 2017 (ଓଡିଆ ବାଇବେଲ)