Jeremiah 32:25 — Compare Translations

5 translations compared side by side

Odia - 1840
"ପୁଣି ହେ ସଦାପ୍ରଭୁ ମାରେ ପ୍ରଭୁ, ତୁମ୍ଭେ ନିଜେ ମାେତେ କହିଲ, ମୂଲ୍ଯ ଦଇେ କ୍ଷେତ୍ର କିଣ ଓ ସାକ୍ଷୀ ରଖ।' ମାତ୍ର ଯେତବେେଳେ ଏହି ଭୂମି କଲଦୀଯମାନଙ୍କ ହସ୍ତ ରେ ଦତ୍ତ ହେଉଅଛି, ମୁଁ କାହିଁକି ମାରେ ଅର୍ଥ ନଷ୍ଟ କରିବି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ମୋତେ କହିଅଛ, ମୂଲ୍ୟ ଦେଇ କ୍ଷେତ୍ର କିଣ ଓ ସାକ୍ଷୀ ରଖ; ମାତ୍ର ଏହି ନଗର କଲ୍ଦୀୟମାନଙ୍କ ହସ୍ତରେ ଦତ୍ତ ହେଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ହେ ସଦାପ୍ରଭୁ ମୋର ପ୍ରଭୁ, ତୁମ୍ଭେ ନିଜେ ମୋତେ କହିଲ, ‘ମୂଲ୍ୟ ଦେଇ କ୍ଷେତ୍ର କିଣ ଓ ସାକ୍ଷୀ ରଖ।’ ମାତ୍ର ଯେତେବେଳେ ଏହି ଭୂମି କ‌‌ଲ୍‌‌ଦୀୟମାନଙ୍କ ହସ୍ତରେ ଦତ୍ତ ହେଉଅଛି, ମୁଁ କାହିଁକି ମୋର ଅର୍ଥ ନଷ୍ଟ କରିବି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ମୋତେ କହିଅଛ, ‘ମୂଲ୍ୟ ଦେଇ କ୍ଷେତ୍ର କିଣ ଓ ସାକ୍ଷୀ ରଖ; ମାତ୍ର ଏହି ନଗର କଲ୍‍ଦୀୟମାନଙ୍କ ହସ୍ତରେ ଦତ୍ତ ହେଉଅଛି।’”
Odia IRV 2017 (ଓଡିଆ ବାଇବେଲ)
ପୁଣି, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ମୋତେ କହିଅଛ, ‘ମୂଲ୍ୟ ଦେଇ କ୍ଷେତ୍ର କିଣ ଓ ସାକ୍ଷୀ ରଖ;’ ମାତ୍ର ଏହି ନଗର କଲ୍‍ଦୀୟମାନଙ୍କ ହସ୍ତରେ ଦତ୍ତ ହେଉଅଛି।”