Jeremiah 32:27 — Compare Translations
5 translations compared side by side
Odia - 1840
" ହେ ଯିରିମିୟ, ଦେଖ, ଆମ୍ଭେ ସଦାପ୍ରଭୁ, ସମଗ୍ର ମର୍ତ୍ତ୍ଯ ରେ ପରମେଶ୍ବର, ଆମ୍ଭର ଅସାଧ୍ଯ ହାଇେ କିଛି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଆମ୍ଭେ ସଦାପ୍ରଭୁ, ସମଗ୍ର ମର୍ତ୍ତ୍ୟର ପରମେଶ୍ଵର; ଆମ୍ଭର ଅସାଧ୍ୟ କି କିଛି ଅଛି?
Odia Bible ERV 2004 (ପବିତ୍ର ବାଇବଲ)
“ହେ ଯିରିମିୟ, ଦେଖ, ଆମ୍ଭେ ସଦାପ୍ରଭୁ, ସମଗ୍ର ମର୍ତ୍ତ୍ୟରେ ପରମେଶ୍ୱର, ଆମ୍ଭର ଅସାଧ୍ୟ ହୋଇ କିଛି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଦେଖ, ଆମ୍ଭେ ସଦାପ୍ରଭୁ, ସମଗ୍ର ମର୍ତ୍ତ୍ୟର ପରମେଶ୍ୱର; ଆମ୍ଭର ଅସାଧ୍ୟ କି କିଛି ଅଛି?
Odia IRV 2017 (ଓଡିଆ ବାଇବେଲ)
“ଦେଖ, ଆମ୍ଭେ ସଦାପ୍ରଭୁ, ସମଗ୍ର ମର୍ତ୍ତ୍ୟର ପରମେଶ୍ୱର; ଆମ୍ଭର ଅସାଧ୍ୟ କି କିଛି ଅଛି?”