Jeremiah 32:28 — Compare Translations
5 translations compared side by side
Odia - 1840
"ପୁଣି ସଦାପ୍ରଭୁ ଏହା ମଧ୍ଯ କହିଲେ, ଦେଖ, ଆମ୍ଭେ କଲଦୀଯମାନଙ୍କ ହସ୍ତ ରେ ଓ ବାବିଲର ରାଜା ନବୂଖଦନିତ୍ସରର ହସ୍ତ ରେ ଏହି ନଗର ସମର୍ପଣ କରିବା। ସେ ତାହା ହସ୍ତଗତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ କଲ୍ଦୀୟମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଏହି ନଗର ସମର୍ପଣ କରିବା, ପୁଣି ସେ ତାହା ହସ୍ତଗତ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସଦାପ୍ରଭୁ ଏହା ମଧ୍ୟ କହିଲେ, “ଦେଖ, ଆମ୍ଭେ କଲ୍ଦୀୟମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଏହି ନଗର ସମର୍ପଣ କରିବା। ସେ ତାହା ହସ୍ତଗତ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ କଲ୍ଦୀୟମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଏହି ନଗର ସମର୍ପଣ କରିବା, ପୁଣି ସେ ତାହା ହସ୍ତଗତ କରିବ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ କଲ୍ଦୀୟମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଏହି ନଗର ସମର୍ପଣ କରିବା, ପୁଣି ସେ ତାହା ହସ୍ତଗତ କରିବ।