Jeremiah 32:3 — Compare Translations

5 translations compared side by side

Odia - 1840
"ଯିହୁଦାର ରାଜା ସିଦିକିଯ ଯିରିମିୟଙ୍କୁ ବନ୍ଦୀ କରିଥିଲେ। କାରଣ ସେ ଭବିଷ୍ଯଦବାକ୍ଯ ପ୍ରଚାର କରି କହିଥିଲେ ଯେ, ସଦାପ୍ରଭୁ କହନ୍ତି, 'ଆମ୍ଭେ ବାବିଲର ରାଜା ନବୂଖଦନିତ୍ସର ହସ୍ତ ରେ ୟିରୁଶାଲମକୁ ଅର୍ପଣ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ଯିହୁଦାର ରାଜା ସିଦିକୀୟ ତାଙ୍କୁ ବନ୍ଦ କରି କହିଥିଲା, ତୁମ୍ଭେ କାହିଁକି ଭବିଷ୍ୟଦ୍ ବାକ୍ୟ ପ୍ରଚାର କରି ଏହା କହୁଅଛ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ବାବିଲ ରାଜାର ହସ୍ତରେ ସମର୍ପଣ କରିବା ଓ ସେ ତାହା ହସ୍ତଗତ କରିବ;
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ରାଜା ସିଦିକିୟ ଯିରିମିୟଙ୍କୁ ବନ୍ଦୀ କରିଥିଲେ। କାରଣ ସେ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରି କହିଥିଲେ ଯେ, “ସଦାପ୍ରଭୁ କହନ୍ତି, ‘ଆମ୍ଭେ ବାବିଲର ରାଜା ନବୂଖ‌ଦ୍‌ନିତ୍ସର ହସ୍ତରେ ଯିରୁଶାଲମକୁ ଅର୍ପଣ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ଯିହୁଦାର ରାଜା ସିଦିକୀୟ ତାଙ୍କୁ ବନ୍ଦ କରି କହିଥିଲା, “ତୁମ୍ଭେ କାହିଁକି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ଏହା କହୁଅଛ, ‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ବାବିଲ ରାଜାର ହସ୍ତରେ ସମର୍ପଣ କରିବା ଓ ସେ ତାହା ହସ୍ତଗତ କରିବ;
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ଯିହୁଦାର ରାଜା ସିଦିକୀୟ ତାଙ୍କୁ ବନ୍ଦ କରି କହିଥିଲା, “ତୁମ୍ଭେ କାହିଁକି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ଏହା କହୁଅଛ, ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଏହି ନଗର ବାବିଲ ରାଜାର ହସ୍ତରେ ସମର୍ପଣ କରିବା ଓ ସେ ତାହା ହସ୍ତଗତ କରିବ;