Jeremiah 32:30 — Compare Translations
5 translations compared side by side
Odia - 1840
"ପୁଣି ଆମ୍ଭ ଦୃଷ୍ଟି ରେ ଯାହା ମନ୍ଦ, ଇଶ୍ରାୟେଲ ଓ ଯିହୁଦାର ସନ୍ତାନଗଣ ତାହା ସମାନଙ୍କେ ବାଲ୍ଯକାଳରୁ କରି ଆସୁଛନ୍ତି। ଇଶ୍ରାୟେଲ ସନ୍ତାନଗଣ ନିଜ ହସ୍ତକୃତ ପ୍ରତିମା ପୂଜା କରି କବଳେ ଆମ୍ଭକୁ ବିରକ୍ତ କରିଛନ୍ତି। ଏହା ସଦାପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭ ସାକ୍ଷାତରେ ଯାହା ମନ୍ଦ, କେବଳ ତାହା ହିଁ ଇସ୍ରାଏଲ-ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଆପଣା ଆପଣାର ବାଲ୍ୟକାଳରୁ କରି ଆସୁଅଛନ୍ତି; ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ଵାରା ଆମ୍ଭକୁ କେବଳ ବିରକ୍ତ କରିଅଛନ୍ତି, ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ଇସ୍ରାଏଲ ଓ ଯିହୁଦାର ସନ୍ତାନଗଣ ତାହା ସେମାନଙ୍କ ବାଲ୍ୟକାଳରୁ କରି ଆସୁଛନ୍ତି। ଇସ୍ରାଏଲ ସନ୍ତାନଗଣ ନିଜ ହସ୍ତକୃତ ପ୍ରତିମା ପୂଜା କରି କେବଳ ଆମ୍ଭକୁ ବିରକ୍ତ କରିଛନ୍ତି।” ଏହା ସଦାପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭ ସାକ୍ଷାତରେ ଯାହା ମନ୍ଦ, କେବଳ ତାହା ହିଁ ଇସ୍ରାଏଲ-ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଆପଣା ଆପଣାର ବାଲ୍ୟକାଳରୁ କରି ଆସୁଅଛନ୍ତି; ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ୱାରା ଆମ୍ଭକୁ କେବଳ ବିରକ୍ତ କରିଅଛନ୍ତି, ଏହା ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭ ସାକ୍ଷାତରେ ଯାହା ମନ୍ଦ, କେବଳ ତାହା ହିଁ ଇସ୍ରାଏଲ ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଆପଣା ଆପଣାର ବାଲ୍ୟକାଳରୁ କରି ଆସୁଅଛନ୍ତି; ଇସ୍ରାଏଲ ସନ୍ତାନଗଣ ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ୱାରା ଆମ୍ଭକୁ କେବଳ ବିରକ୍ତ କରିଅଛନ୍ତି,” ଏହା ସଦାପ୍ରଭୁ କହନ୍ତି।