Jeremiah 32:31 — Compare Translations
5 translations compared side by side
Odia - 1840
"ଆଉ ସମାନେେ ଏହି ନଗର ନିର୍ମାଣ ଆରମ୍ଭ କରିବା ଦିନଠାରୁ ଆଜି ପର୍ୟ୍ଯନ୍ତ କବଳେ ଆମ୍ଭର କୋରଧ ଓ କୋପ ବଢ଼ାଇ ଆସିଛନ୍ତି। ତେଣୁ ଆମ୍ଭେ ତାହାକୁ ଆମ୍ଭ ସମ୍ମୁଖରୁ ଦୂ ରଇେ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ଏହି ନଗର ନିର୍ମାଣ କରିବା ଦିନଠାରୁ ଆଜି ପର୍ଯ୍ୟନ୍ତ ହିଁ ତାହା ଆମ୍ଭ କ୍ରୋଧ ଓ କୋପର କାରଣ ହୋଇ ଆସୁଅଛି; ତହିଁ ସକାଶୁ ତାହା ଆମ୍ଭ ସମ୍ମୁଖରୁ ଦୂରୀକୃତ ହେବାର ଯୋଗ୍ୟ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ସେମାନେ ଏହି ନଗର ନିର୍ମାଣ ଆରମ୍ଭ କରିବା ଦିନଠାରୁ ଆଜି ପର୍ଯ୍ୟନ୍ତ କେବଳ ଆମ୍ଭର କ୍ରୋଧ ଓ କୋପ ବଢ଼ାଇ ଆସିଛନ୍ତି। ତେଣୁ ଆମ୍ଭେ ତାହାକୁ ଆମ୍ଭ ସମ୍ମୁଖରୁ ଦୂରେଇ ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ ଏହି ନଗର ନିର୍ମାଣ କରିବା ଦିନଠାରୁ ଆଜି ପର୍ଯ୍ୟନ୍ତ ହିଁ ତାହା ଆମ୍ଭ କ୍ରୋଧ ଓ କୋପର କାରଣ ହୋଇ ଆସୁଅଛି; ତହିଁ ସକାଶୁ ତାହା ଆମ୍ଭ ସମ୍ମୁଖରୁ ଦୂରୀକୃତ ହେବାର ଯୋଗ୍ୟ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ ଏହି ନଗର ନିର୍ମାଣ କରିବା ଦିନଠାରୁ ଆଜି ପର୍ଯ୍ୟନ୍ତ ହିଁ ତାହା ଆମ୍ଭ କ୍ରୋଧ ଓ କୋପର କାରଣ ହୋଇ ଆସୁଅଛି; ତହିଁ ସକାଶୁ ତାହା ଆମ୍ଭ ସମ୍ମୁଖରୁ ଦୂରୀକୃତ ହେବାର ଯୋଗ୍ୟ ହୋଇଅଛି।