Jeremiah 32:33 — Compare Translations

5 translations compared side by side

Odia - 1840
" ସମାନେେ ଆମ୍ଭ ପ୍ରତି ବିମୁଖ ହାଇେ ଆମ୍ଭ ପ୍ରତି ବିମୁଖ ହାଇେଅଛନ୍ତି। ଆମ୍ଭେ ସମାନଙ୍କେୁ ବାରମ୍ବାର ଶିକ୍ଷା ଦେଲେ ନାହିଁ। ସମାନେେ ତାହା ଶୁଣି ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆମ୍ଭ ପ୍ରତି ମୁଖ ନ ଫେରାଇ ପିଠି ଫେରାଇ ଅଛନ୍ତି; ଆଉ, ଆମ୍ଭେ ସେମାନଙ୍କୁ ଶିକ୍ଷା ଦେଲେ ହେଁ, ପ୍ରଭାତରେ ଉଠି ଶିକ୍ଷା ଦେଲେ ହେଁ ସେମାନେ ଶିକ୍ଷା ଗ୍ରହଣ କରିବା ପାଇଁ ମନୋଯୋଗ କରି ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ସେମାନେ ଆମ୍ଭ ପ୍ରତି ବିମୁଖ ହୋଇ ଆମ୍ଭ ପ୍ରତି ବିମୁଖ ହୋଇଅଛନ୍ତି। ଆମ୍ଭେ ସେମାନଙ୍କୁ ବାରମ୍ବାର ଶିକ୍ଷା ଦେଲେ ହେଁ ସେମାନେ ତାହା ଶୁଣି ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆମ୍ଭ ପ୍ରତି ମୁଖ ନ ଫେରାଇ ପିଠି ଫେରାଇ ଅଛନ୍ତି; ଆଉ, ଆମ୍ଭେ ସେମାନଙ୍କୁ ଶିକ୍ଷା ଦେଲେ ହେଁ, ପ୍ରଭାତରେ ଉଠି ଶିକ୍ଷା ଦେଲେ ହେଁ ସେମାନେ ଶିକ୍ଷା ଗ୍ରହଣ କରିବା ପାଇଁ ମନୋଯୋଗ କରି ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଆମ୍ଭ ପ୍ରତି ମୁଖ ନ ଫେରାଇ ପିଠି ଫେରାଇ ଅଛନ୍ତି; ଆଉ, ଆମ୍ଭେ ସେମାନଙ୍କୁ ଶିକ୍ଷା ଦେଲେ ହେଁ, ପ୍ରଭାତରେ ଉଠି ଶିକ୍ଷା ଦେଲେ ହେଁ ସେମାନେ ଶିକ୍ଷା ଗ୍ରହଣ କରିବା ପାଇଁ ମନୋଯୋଗ କରି ନାହାନ୍ତି।