Jeremiah 32:34 — Compare Translations
5 translations compared side by side
Odia - 1840
"ପୁଣି ସମାନେେ ଆମ୍ଭ ମନ୍ଦିର ରେ ସମାନଙ୍କେ ହସ୍ତଦ୍ବାରା ନିର୍ମିତ ପ୍ରତିମା ରଖିଛନ୍ତି। ଆମ୍ଭ ନାମ ବହନ କରିଥିବା ମନ୍ଦିରକୁ କଳୁଷିତ କରିବା ପାଇଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭ ନାମରେ ଖ୍ୟାତ ଗୃହକୁ ଅଶୁଚି କରିବା ପାଇଁ ସେମାନେ ତହିଁ ମଧ୍ୟରେ ଆପଣାମାନଙ୍କ ଘୃଣାଯୋଗ୍ୟ ବସ୍ତୁ ସ୍ଥାପନ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନେ ଆମ୍ଭ ମନ୍ଦିରରେ ସେମାନଙ୍କ ହସ୍ତଦ୍ୱାରା ନିର୍ମିତ ପ୍ରତିମା ରଖିଛନ୍ତି। ଆମ୍ଭ ନାମ ବହନ କରିଥିବା ମନ୍ଦିରକୁ ‘କଳୁଷିତ’ କରିବା ପାଇଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭ ନାମରେ ଖ୍ୟାତ ଗୃହକୁ ଅଶୁଚି କରିବା ପାଇଁ ସେମାନେ ତହିଁ ମଧ୍ୟରେ ଆପଣାମାନଙ୍କ ଘୃଣାଯୋଗ୍ୟ ବସ୍ତୁ ସ୍ଥାପନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭ ନାମରେ ଖ୍ୟାତ ଗୃହକୁ ଅଶୁଚି କରିବା ପାଇଁ ସେମାନେ ତହିଁ ମଧ୍ୟରେ ଆପଣାମାନଙ୍କ ଘୃଣାଯୋଗ୍ୟ ବସ୍ତୁ ସ୍ଥାପନ କରନ୍ତି।