Jeremiah 32:35 — Compare Translations
5 translations compared side by side
Odia - 1840
" ସମାନେେ ହିନ୍ନୋମ ପୁତ୍ରର ଉପତ୍ୟକା ରେ ବାଲ୍ଦବରେ ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି। ସମାନେେ ମାେଲକର ଉଦ୍ଦେଶ୍ଯ ରେ ଆପଣା ପୁତ୍ର କନ୍ଯାଗଣଙ୍କୁ ଅଗ୍ନି ମଧ୍ଯଦଇେ ଗମନ କରାଇବା ପାଇଁ ଏସବୁ ନିର୍ମାଣ କରିଛନ୍ତି। ମାତ୍ର ଏସବୁ ଘୃଣ୍ଯକର୍ମ କରିବା ପାଇଁ ଆମ୍ଭେ ଆଜ୍ଞା ଦଇେ ନାହୁଁ କିଅବା ଆମ୍ଭ ମନ ରେ ତାହା ଉଦଯ ହାଇେ ନାହିଁ। ଯିହୁଦାକୁ ପାପ କରାଇବା ପାଇଁ ସମାନେେ ଏହା କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଏହି ଯେଉଁ ଘୃଣାଯୋଗ୍ୟ କାର୍ଯ୍ୟ କରିବା ପାଇଁ ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଯାହା ଆମ୍ଭ ମନରେ ଉଦୟ ହୋଇ ନାହିଁ, ତାହା କରିବା ପାଇଁ, ଅର୍ଥାତ୍, ଯିହୁଦାକୁ ପାପ କରାଇବା ପାଇଁ ମୋଲକର ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର କନ୍ୟାଗଣକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇବା ପାଇଁ ସେମାନେ ହିନ୍ନୋମ-ପୁତ୍ରର ଉପତ୍ୟକାରେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି। ସେମାନେ ମୋଲକର ଉଦ୍ଦେଶ୍ୟରେ ଆପଣା ପୁତ୍ରକନ୍ୟାଗଣଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ପାଇଁ ଏସବୁ ନିର୍ମାଣ କରିଛନ୍ତି। ମାତ୍ର ଏସବୁ ଘୃଣ୍ୟକର୍ମ କରିବା ପାଇଁ ଆମ୍ଭେ ଆଜ୍ଞା ଦେଇ ନାହୁଁ କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ। ଯିହୁଦାକୁ ପାପ କରାଇବା ପାଇଁ ସେମାନେ ଏହା କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏହି ଯେଉଁ ଘୃଣାଯୋଗ୍ୟ କାର୍ଯ୍ୟ କରିବା ପାଇଁ ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଯାହା ଆମ୍ଭ ମନରେ ଉଦୟ ହୋଇ ନାହିଁ, ତାହା କରିବା ପାଇଁ, ଅର୍ଥାତ୍, ଯିହୁଦାକୁ ପାପ କରାଇବା ପାଇଁ ମୋଲକ୍ର ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର କନ୍ୟାଗଣଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ପାଇଁ ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏହି ଯେଉଁ ଘୃଣାଯୋଗ୍ୟ କାର୍ଯ୍ୟ କରିବା ପାଇଁ ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଯାହା ଆମ୍ଭ ମନରେ ଉଦୟ ହୋଇ ନାହିଁ, ତାହା କରିବା ପାଇଁ, ଅର୍ଥାତ୍, ଯିହୁଦାକୁ ପାପ କରାଇବା ପାଇଁ ମୋଲକ୍ର ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର କନ୍ୟାଗଣଙ୍କୁ ଅଗ୍ନି ମଧ୍ୟ ଦେଇ ଗମନ କରାଇବା ପାଇଁ ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି।