Jeremiah 32:36 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ କହୁଅଛ ଯେ, 'ବାବିଲର ରାଜା ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ପ୍ରଯୋଗ କରି ଏହି ରାଜ୍ଯ ଅଧିକାର କରିବ।' ମାତ୍ର ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ଏବେ ଯେଉଁ ନଗର ବିଷୟରେ ତୁମ୍ଭେମାନେ କୁହ ଯେ, ଖଡ଼୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ଵାରା ତାହା ବାବିଲ-ରାଜାର ହସ୍ତରେ ଅର୍ପିତ ହୋଇଅଛି, ତହିଁ ବିଷୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ କହୁଅଛ ଯେ, ‘ବାବିଲର ରାଜା ଖଡ଼୍ଗ, ଦୁର୍ଭିକ୍ଷ ଓ ମହାମାରୀ ପ୍ରୟୋଗ କରି ଏହି ରାଜ୍ୟ ଅଧିକାର କରିବ।’ ମାତ୍ର ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ଏବେ ଯେଉଁ ନଗର ବିଷୟରେ ତୁମ୍ଭେମାନେ କୁହ ଯେ, ‘ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ତାହା ବାବିଲର ରାଜାର ହସ୍ତରେ ଅର୍ପିତ ହୋଇଅଛି,’ ତହିଁ ବିଷୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ଏବେ ଯେଉଁ ନଗର ବିଷୟରେ ତୁମ୍ଭେମାନେ କୁହ ଯେ, ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ତାହା ବାବିଲର ରାଜାର ହସ୍ତରେ ଅର୍ପିତ ହୋଇଅଛି, ତହିଁ ବିଷୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;