Jeremiah 32:37 — Compare Translations
5 translations compared side by side
Odia - 1840
"'ଆଉ ଦେଖ, ଆମ୍ଭେ ଆପଣା କୋରଧ ଓ ପ୍ରଚଣ୍ଡ କୋପ ରେ ଯେଉଁସବୁ ଦେଶ ରେ ସମାନଙ୍କେୁ ଚ୍ଛିନ୍ନଭିନ୍ନ କରିଦଇେଥିଲୁ, ସହେି ସହସ୍ର ଦେଶରୁ ପୁନର୍ବାର ସମାନଙ୍କେୁ ସଂଗ୍ରହ କରିବା। ସମାନଙ୍କେୁ ପୁନର୍ବାର ଏହି ସ୍ଥାନକୁ ଆଣିବା ଓ ସମାନଙ୍କେୁ ଶାନ୍ତି ଏବଂ ନିରାପଦ ରେ ଏହି ସ୍ଥାନ ରେ ବାସ କରାଇବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଆମ୍ଭେ ଆପଣା କ୍ରୋଧ ଓ ପ୍ରଚଣ୍ତ କୋପ ଓ ମହାରୋଷରେ ସେମାନଙ୍କୁ ଯେସକଳ ଦେଶରେ ଛିନ୍ନଭିନ୍ନ କରିଅଛୁ, ସେହି ସକଳ ଦେଶରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଏହି ସ୍ଥାନକୁ ଆଣିବା ଓ ଆମ୍ଭେ ସେମାନଙ୍କୁ ନିରାପଦରେ ବାସ କରାଇବା ।
Odia Bible ERV 2004 (ପବିତ୍ର ବାଇବଲ)
‘ଆଉ ଦେଖ, ଆମ୍ଭେ ଆପଣା କ୍ରୋଧ ଓ ପ୍ରଚଣ୍ଡ କୋପରେ ଯେଉଁସବୁ ଦେଶରେ ସେମାନଙ୍କୁ ଛିନ୍ନଭିନ୍ନ କରିଦେଇଥିଲୁ, ସେହି ସହସ୍ର ଦେଶରୁ ପୁନର୍ବାର ସେମାନଙ୍କୁ ସଂଗ୍ରହ କରିବା। ସେମାନଙ୍କୁ ପୁନର୍ବାର ଏହି ସ୍ଥାନକୁ ଆଣିବା ଓ ସେମାନଙ୍କୁ ଶାନ୍ତି ଏବଂ ନିରାପଦରେ ଏହି ସ୍ଥାନରେ ବାସ କରାଇବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଆମ୍ଭେ ଆପଣା କ୍ରୋଧ ଓ ପ୍ରଚଣ୍ଡ କୋପ ଓ ମହାରୋଷରେ ସେମାନଙ୍କୁ ଯେସକଳ ଦେଶରେ ଛିନ୍ନଭିନ୍ନ କରିଅଛୁ, ସେହି ସକଳ ଦେଶରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଏହି ସ୍ଥାନକୁ ଆଣିବା ଓ ଆମ୍ଭେ ସେମାନଙ୍କୁ ନିରାପଦରେ ବାସ କରାଇବା।
Odia IRV 2017 (ଓଡିଆ ବାଇବେଲ)
“ଦେଖ, ଆମ୍ଭେ ଆପଣା କ୍ରୋଧ ଓ ପ୍ରଚଣ୍ଡ କୋପ ଓ ମହାରୋଷରେ ସେମାନଙ୍କୁ ଯେସକଳ ଦେଶରେ ଛିନ୍ନଭିନ୍ନ କରିଅଛୁ, ସେହି ସକଳ ଦେଶରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଏହି ସ୍ଥାନକୁ ଆଣିବା ଓ ଆମ୍ଭେ ସେମାନଙ୍କୁ ନିରାପଦରେ ବାସ କରାଇବା।