Jeremiah 32:39 — Compare Translations
5 translations compared side by side
Odia - 1840
"ଆଉ ସମାନେେ ଓ ସମାନଙ୍କେର ସନ୍ତାନମାନେ ସମାନଙ୍କେ ମଙ୍ଗଳ ନିମନ୍ତେ ଯେପରି ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସମାନଙ୍କେୁ ଏକ ଚିତ୍ତ ଓ ଏକ ପଥ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନଙ୍କର ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର ମଙ୍ଗଳ ନିମନ୍ତେ ସେମାନେ ଯେପରି ସଦା କାଳ ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଓ ଏକ ପଥ ଦେବା;
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେମାନେ ଓ ସେମାନଙ୍କର ସନ୍ତାନମାନେ ସେମାନଙ୍କ ମଙ୍ଗଳ ନିମନ୍ତେ ଯେପରି ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଓ ଏକ ପଥ ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନଙ୍କର ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର ମଙ୍ଗଳ ନିମନ୍ତେ ସେମାନେ ଯେପରି ସଦାକାଳ ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଓ ଏକ ପଥ ଦେବା;
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନଙ୍କର ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର ମଙ୍ଗଳ ନିମନ୍ତେ ସେମାନେ ଯେପରି ସଦାକାଳ ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଓ ଏକ ପଥ ଦେବା;