Jeremiah 32:4 — Compare Translations

5 translations compared side by side

Odia - 1840
"ଆଉ ଯିହୁଦାର ରାଜା ସିଦିକିଯ କଲଦୀଯମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ସେ ନିଶ୍ଚିତ ବାବିଲ ରାଜଞର ହସ୍ତ ରେ ସମର୍ପିତ ହବେ ଓ ସାମନା ସାମନି ହାଇେ ତାହ ସହିତ କଥା କହିବ ଓ ସ୍ବଚକ୍ଷୁ ରେ ସେ ତାହା ଦେଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯିହୁଦାର ରାଜା ସିଦିକୀୟ କଲ୍ଦୀୟମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ବାବିଲ-ରାଜାର ହସ୍ତରେ ସମର୍ପିତ ହେବ ଓ ସମ୍ମୁଖାସମ୍ମୁଖୀ ହୋଇ ତାହା ସହିତ କଥା କହିବ ଓ ସ୍ଵଚକ୍ଷୁରେ ତାହାର ଚକ୍ଷୁ ଦେଖିବ;
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯିହୁଦାର ରାଜା ସିଦିକିୟ କ‌‌ଲ୍‌‌ଦୀୟମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ସେ ନିଶ୍ଚିତ ବାବିଲ ରାଜାର ହସ୍ତରେ ସମର୍ପିତ ହେବ ଓ ସା‌ମ୍‌ନା ସା‌ମ୍‌ନି ହୋଇ ତାହା ସହିତ କଥା କହିବ ଓ ସ୍ୱଚକ୍ଷୁରେ ସେ ତାହା ଦେଖିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯିହୁଦାର ରାଜା ସିଦିକୀୟ କଲ୍‍ଦୀୟମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ବାବିଲର ରାଜାର ହସ୍ତରେ ସମର୍ପିତ ହେବ ଓ ସମ୍ମୁଖାସମ୍ମୁଖୀ ହୋଇ ତାହା ସହିତ କଥା କହିବ ଓ ସ୍ୱଚକ୍ଷୁରେ ତାହାର ଚକ୍ଷୁ ଦେଖିବ;
Odia IRV 2017 (ଓଡିଆ ବାଇବେଲ)
ଆଉ, ଯିହୁଦାର ରାଜା ସିଦିକୀୟ କଲ୍‍ଦୀୟମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ବାବିଲର ରାଜାର ହସ୍ତରେ ସମର୍ପିତ ହେବ ଓ ସମ୍ମୁଖାସମ୍ମୁଖୀ ହୋଇ ତାହା ସହିତ କଥା କହିବ ଓ ସ୍ୱଚକ୍ଷୁରେ ତାହାର ଚକ୍ଷୁ ଦେଖିବ;