Jeremiah 32:40 — Compare Translations

5 translations compared side by side

Odia - 1840
"ପୁଣି ସମାନଙ୍କେର ମଙ୍ଗଳ ପାଇଁ ଆମ୍ଭେ ସମାନଙ୍କେ ପ୍ରତି ବିମୁଖ ହବୋ ନାହିଁ। ଏହିପରି ଭାବରେ ଗୋଟିଏ ନିତ୍ଯସ୍ଥାଯୀ ନିଯମ ସମାନଙ୍କେ ସଙ୍ଗେ କରିବା। ସମାନେେ ଯେପରି ଆମ୍ଭଠାରୁ ଦୂ ରଇେ ନ ଯିବେ, ଏଥିପାଇଁ ଆମ୍ଭେ ଆମ୍ଭ ବିଷଯକ ଭୟ ସମାନଙ୍କେ ଅନ୍ତର ରେ ସ୍ଥାପନ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ଯେ ସେମାନଙ୍କଠାରୁ ବିମୁଖ ନୋହିବା, ଏହି ଭାବର ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା ଓ ସେମାନେ ଯେପରି ଆମ୍ଭଠାରୁ ଦୂର ନୋହିବେ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତଃକରଣରେ ସ୍ଥାପନ କରିବା।
Odia Bible ERV 2004 (ପବିତ୍ର ବାଇବଲ)
“‘ପୁଣି ସେମାନଙ୍କର ମଙ୍ଗଳ ପାଇଁ ଆମ୍ଭେ ସେମାନଙ୍କ ପ୍ରତି ବିମୁଖ ହେବା ନାହିଁ। ଏହିପରି ଭାବରେ ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା। ସେମାନେ ଯେପରି ଆମ୍ଭଠାରୁ ଦୂରେଇ ନ ଯିବେ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତରରେ ସ୍ଥାପନ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ଯେ ସେମାନଙ୍କଠାରୁ ବିମୁଖ ନ ହେବା, ଏହି ଭାବର ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା ଓ ସେମାନେ ଯେପରି ଆମ୍ଭଠାରୁ ଦୂର ହେବେ ନାହିଁ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତଃକରଣରେ ସ୍ଥାପନ କରିବା।
Odia IRV 2017 (ଓଡିଆ ବାଇବେଲ)