Jeremiah 32:41 — Compare Translations

5 translations compared side by side

Odia - 1840
"ଆମ୍ଭେ ସମାନଙ୍କେର ମଙ୍ଗଳ ସାଧନ କରି ଖୁସି ହବୋ। ଆଉ ମଧ୍ଯ ଆମ୍ଭେ ଆପଣା ଆପଣା ମନପ୍ରାଣ ଦଇେ ସମାନଙ୍କେୁ ସ୍ଥାପିତ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ସେମାନଙ୍କ ବିଷୟରେ ଆନନ୍ଦ କରିବା ଓ ଆମ୍ଭେ ଆପଣାର ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସେମାନଙ୍କୁ ଏହି ଦେଶରେ ନିଶ୍ଚୟ ରୋପଣ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସେମାନଙ୍କର ମଙ୍ଗଳ ସାଧନ କରି ଖୁସୀ ହେବା। ଆଉ ମଧ୍ୟ ଆମ୍ଭେ ଆପଣା ଆପଣା ମନପ୍ରାଣ ଦେଇ ସେମାନଙ୍କୁ ସ୍ଥାପିତ କରିବା।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ସେମାନଙ୍କ ବିଷୟରେ ଆନନ୍ଦ କରିବା ଓ ଆମ୍ଭେ ଆପଣାର ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସେମାନଙ୍କୁ ଏହି ଦେଶରେ ନିଶ୍ଚୟ ରୋପଣ କରିବା।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ସେମାନଙ୍କ ବିଷୟରେ ଆନନ୍ଦ କରିବା ଓ ଆମ୍ଭେ ଆପଣାର ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସେମାନଙ୍କୁ ଏହି ଦେଶରେ ନିଶ୍ଚୟ ରୋପଣ କରିବା।”