Jeremiah 32:42 — Compare Translations

5 translations compared side by side

Odia - 1840
"ପୁଣି ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ସମାନଙ୍କେ ପ୍ରତି ଯେଉଁପରି ଭାବରେ ମହା ଅମଙ୍ଗଳ ଘଟାଇଅଛୁ, ସହେିପରି ଭାବରେ ସମାନଙ୍କେ ପ୍ରତି ମଙ୍ଗଳ ବିଧାନ କରିବା, ଏହା ଆମ୍ଭେ ପ୍ରତିଜ୍ଞା କରିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଏହି ଲୋକମାନଙ୍କ ଉପରେ ଏହିସବୁ ମହା ଅମଙ୍ଗଳ ଯେପରି ଘଟାଇଅଛୁ, ସେପରି ଆମ୍ଭେ ସେମାନଙ୍କୁ ଯେ ଯେ ମଙ୍ଗଳର ପ୍ରତିଜ୍ଞା କରିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ସେମାନଙ୍କ ପ୍ରତି ଯେଉଁପରି ଭାବରେ ମହା ଅମଙ୍ଗଳ ଘଟାଇଅଛୁ, ସେହିପରି ଭାବରେ ସେମାନଙ୍କ ପ୍ରତି ମଙ୍ଗଳ ବିଧାନ କରିବା, ଏହା ଆମ୍ଭେ ପ୍ରତିଜ୍ଞା କରିଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଏହି ଲୋକମାନଙ୍କ ଉପରେ ଏହିସବୁ ମହା ଅମଙ୍ଗଳ ଯେପରି ଘଟାଇଅଛୁ, ସେପରି ଆମ୍ଭେ ସେମାନଙ୍କୁ ଯେ ଯେ ମଙ୍ଗଳର ପ୍ରତିଜ୍ଞା କରିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଏହି ଲୋକମାନଙ୍କ ଉପରେ ଏହିସବୁ ମହା ଅମଙ୍ଗଳ ଯେପରି ଘଟାଇଅଛୁ, ସେପରି ଆମ୍ଭେ ସେମାନଙ୍କୁ ଯେ ଯେ ମଙ୍ଗଳର ପ୍ରତିଜ୍ଞା କରିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା।”