Jeremiah 32:43 — Compare Translations

5 translations compared side by side

Odia - 1840
"ପୁଣି ତୁମ୍ଭମାନେେ କହୁଅଛ, 'ଏହା ମନୁଷ୍ଯ ଓ ପଶୁତୁଲ୍ଯ ଧ୍ବଂସ ସ୍ଥାନ ହାଇେଅଛି ଓ କଲଦୀଯମାନଙ୍କ ହସ୍ତ ରେ ସମର୍ପିତ ହାଇେଅଛି।' ମାତ୍ର ଭବିଷ୍ଯତ ରେ ଲୋକମାନେ ଏଠା ରେ କ୍ଷେତ୍ର କ୍ରଯ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଏହି ଯେଉଁ ଦେଶ ବିଷୟରେ ତୁମ୍ଭେମାନେ କୁହ, ଏହା ମନୁଷ୍ୟ ଓ ପଶୁଶୂନ୍ୟ ଧ୍ଵଂସସ୍ଥାନ ହୋଇ କଲ୍ଦୀୟମାନଙ୍କ ହସ୍ତରେ ଦତ୍ତ ହୋଇଅଛି, ତହିଁ ମଧ୍ୟରେ କ୍ଷେତ୍ର କ୍ରୟ କରାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତୁମ୍ଭେମାନେ କହୁଅଛ, ‘ଏହା ମନୁଷ୍ୟ ଓ ପଶୁତୁଲ୍ୟ ଧ୍ୱଂସ ସ୍ଥାନ ହୋଇଅଛି ଓ କ‌‌ଲ୍‌‌ଦୀୟମାନଙ୍କ ହସ୍ତରେ ସମର୍ପିତ ହୋଇଅଛି।’ ମାତ୍ର ଭବିଷ୍ୟତରେ ଲୋକମାନେ ଏଠାରେ କ୍ଷେତ୍ର କ୍ରୟ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏହି ଯେଉଁ ଦେଶ ବିଷୟରେ ତୁମ୍ଭେମାନେ କୁହ, ଏହା ମନୁଷ୍ୟ ଓ ପଶୁଶୂନ୍ୟ ଧ୍ୱଂସସ୍ଥାନ ହୋଇ କଲ୍‍ଦୀୟମାନଙ୍କ ହସ୍ତରେ ଦତ୍ତ ହୋଇଅଛି, ତହିଁ ମଧ୍ୟରେ କ୍ଷେତ୍ର କ୍ରୟ କରାଯିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏହି ଯେଉଁ ଦେଶ ବିଷୟରେ ତୁମ୍ଭେମାନେ କୁହ, “ଏହା ମନୁଷ୍ୟ ଓ ପଶୁଶୂନ୍ୟ ଧ୍ୱଂସସ୍ଥାନ ହୋଇ କଲ୍‍ଦୀୟମାନଙ୍କ ହସ୍ତରେ ଦତ୍ତ ହୋଇଅଛି, ତହିଁ ମଧ୍ୟରେ କ୍ଷେତ୍ର କ୍ରୟ କରାଯିବ।”