Jeremiah 32:44 — Compare Translations
5 translations compared side by side
Odia - 1840
"ଲୋକମାନେ ବିନ୍ଯାମୀନ ପ୍ରଦେଶ ରେ, ୟିରୁଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନ ରେ, ଯିହୁଦାର ନଗର ସମୂହ ରେ, ପାର୍ବତୀଯ, ପ୍ରଦେଶସ୍ଥ ନାନା ନଗର ରେ, ନିମ୍ନ ଭୂମିସ୍ଥ ନଗରମାନଙ୍କ ରେ ଓ ଦକ୍ଷିଣ ଦିଗସ୍ଥ ନଗରଗୁଡ଼ିକରେ ମୂଲ୍ଯଦଇେ କ୍ଷେତ୍ର କ୍ରଯ କରିବେ ଓ ଦଲିଲ ସ୍ବାକ୍ଷର କରି ମୁଦ୍ରାଙ୍କିତ କରିବେ। ଆଉ ସାକ୍ଷୀ ରଖିବେ। କାରଣ ସଦାପ୍ରଭୁ କହନ୍ତି ଆମ୍ଭେ ସମାନଙ୍କେୁ ବନ୍ଦୀତ୍ବ ଅବସ୍ଥାରୁ ମୁକ୍ତ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିନ୍ୟାମୀନ ପ୍ରଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନରେ, ଯିହୁଦାର ନଗରସମୂହରେ, ପାର୍ବତୀୟ ପ୍ରଦେଶସ୍ଥ ନାନା ନଗରରେ, ପୁଣି ନିମ୍ନ ଭୂମିସ୍ଥ ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ନଗରସମୂହରେ ଲୋକମାନେ ମୂଲ୍ୟ ଦେଇ କ୍ଷେତ୍ର କ୍ରୟ କରିବେ ଓ କ୍ରୟପତ୍ର ସ୍ଵାକ୍ଷର କରି ମୁଦ୍ରାଙ୍କିତ କରିବେ ଓ ସାକ୍ଷୀ ରଖିବେ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ବିନ୍ୟାମୀନ ପ୍ରଦେଶରେ, ଯିରୁଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନରେ, ଯିହୁଦାର ନଗର ସମୂହରେ, ପାର୍ବତୀୟ, ପ୍ରଦେଶସ୍ଥ ନାନା ନଗରରେ, ନିମ୍ନ ଭୂମିସ୍ଥ ନଗରମାନଙ୍କରେ ଓ ଦକ୍ଷିଣ ଦିଗସ୍ଥ ନଗରଗୁଡ଼ିକରେ ମୂଲ୍ୟଦେଇ କ୍ଷେତ୍ର କ୍ରୟ କରିବେ ଓ ଦଲିଲ୍ ସ୍ୱାକ୍ଷର କରି ମୁଦ୍ରାଙ୍କିତ କରିବେ। ଆଉ ସାକ୍ଷୀ ରଖିବେ। କାରଣ ସଦାପ୍ରଭୁ କହନ୍ତି ଆମ୍ଭେ ସେମାନଙ୍କୁ ବନ୍ଦୀତ୍ୱ ଅବସ୍ଥାରୁ ମୁକ୍ତ କରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିନ୍ୟାମୀନ୍ ପ୍ରଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନରେ, ଯିହୁଦାର ନଗରସମୂହରେ, ପାର୍ବତୀୟ ପ୍ରଦେଶସ୍ଥ ନାନା ନଗରରେ, ପୁଣି ନିମ୍ନ ଭୂମିସ୍ଥ ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ନଗରସମୂହରେ ଲୋକମାନେ ମୂଲ୍ୟ ଦେଇ କ୍ଷେତ୍ର କ୍ରୟ କରିବେ ଓ କ୍ରୟପତ୍ର ସ୍ୱାକ୍ଷର କରି ମୁଦ୍ରାଙ୍କିତ କରିବେ ଓ ସାକ୍ଷୀ ରଖିବେ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।”
Odia IRV 2017 (ଓଡିଆ ବାଇବେଲ)
ବିନ୍ୟାମୀନ୍ ପ୍ରଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନରେ, ଯିହୁଦାର ନଗରସମୂହରେ, ପାର୍ବତୀୟ ପ୍ରଦେଶସ୍ଥ ନାନା ନଗରରେ, ପୁଣି ନିମ୍ନ ଭୂମିସ୍ଥ ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ନଗରସମୂହରେ ଲୋକମାନେ ମୂଲ୍ୟ ଦେଇ କ୍ଷେତ୍ର କ୍ରୟ କରିବେ ଓ କ୍ରୟପତ୍ର ସ୍ୱାକ୍ଷର କରି ମୁଦ୍ରାଙ୍କିତ କରିବେ ଓ ସାକ୍ଷୀ ରଖିବେ; କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।”