Jeremiah 32:5 — Compare Translations
5 translations compared side by side
Odia - 1840
"ପୁଣି ସେ ସିଦିକିଯକୁ ବାବିଲକୁ ଘନେିୟିବ। ଆମ୍ଭେ ଯେ ପର୍ୟ୍ଯନ୍ତ ତାକୁ ଶାସ୍ତି ନ ଦଇେଛୁ ସେ ପର୍ୟ୍ଯନ୍ତ ସେ ସଠାେ ରେ ରହିବ।' ଆଉ ସଦାପ୍ରଭୁ କହନ୍ତି, 'ତୁମ୍ଭମାନେେ କଲଦୀଯମାନଙ୍କ ସହିତ ୟୁଦ୍ଧ କଲେ ହେଁ କୃତକାର୍ୟ୍ଯ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ସିଦିକୀୟକୁ ବାବିଲକୁ ଘେନି ଯିବ, ପୁଣି ଆମ୍ଭେ ଯେପର୍ଯ୍ୟନ୍ତ ତାହାର ତତ୍ତ୍ଵାନୁସନ୍ଧାନ ନ କରୁ, ସେପର୍ଯ୍ୟନ୍ତ ସେ ସେଠାରେ ରହିବ; ତୁମ୍ଭେମାନେ କଲ୍ଦୀୟମାନଙ୍କ ସହିତ ଯୁଦ୍ଧ କଲେ ହଁ କୃତକାର୍ଯ୍ୟ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେ ସିଦିକିୟକୁ ବାବିଲକୁ ଘେନିଯିବ। ଆମ୍ଭେ ଯେପର୍ଯ୍ୟନ୍ତ ତାକୁ ଶାସ୍ତି ନ ଦେଇଛୁ ସେ ପର୍ଯ୍ୟନ୍ତ ସେ ସେଠାରେ ରହିବ।’ ଆଉ ସଦାପ୍ରଭୁ କହନ୍ତି, ‘ତୁମ୍ଭେମାନେ କଲ୍ଦୀୟମାନଙ୍କ ସହିତ ଯୁଦ୍ଧ କଲେ ହେଁ କୃତକାର୍ଯ୍ୟ ହେବ ନାହିଁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସିଦିକୀୟକୁ ବାବିଲକୁ ଘେନିଯିବ, ପୁଣି ଆମ୍ଭେ ଯେପର୍ଯ୍ୟନ୍ତ ତାହାର ତତ୍ତ୍ୱାନୁସନ୍ଧାନ ନ କରୁ, ସେପର୍ଯ୍ୟନ୍ତ ସେ ସେଠାରେ ରହିବ; ତୁମ୍ଭେମାନେ କଲ୍ଦୀୟମାନଙ୍କ ସହିତ ଯୁଦ୍ଧ କଲେ ହେଁ କୃତକାର୍ଯ୍ୟ ହେବ ନାହିଁ।’”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସିଦିକୀୟକୁ ବାବିଲକୁ ଘେନି ଯିବ, ପୁଣି ଆମ୍ଭେ ଯେପର୍ଯ୍ୟନ୍ତ ତାହାର ତତ୍ତ୍ୱାନୁସନ୍ଧାନ ନ କରୁ, ସେପର୍ଯ୍ୟନ୍ତ ସେ ସେଠାରେ ରହିବ; ତୁମ୍ଭେମାନେ କଲ୍ଦୀୟମାନଙ୍କ ସହିତ ଯୁଦ୍ଧ କଲେ ହେଁ କୃତକାର୍ଯ୍ୟ ହେବ ନାହିଁ।’”