Jeremiah 32:6 — Compare Translations

5 translations compared side by side

Odia - 1840
"ଯିରିମିୟ ବନ୍ଦୀ ଥିଲା ବେଳେ, ସଦାପ୍ରଭୁଙ୍କର ଏହି ବାକ୍ଯ ତାଙ୍କ ନିକଟରେ ଉପସ୍ଥିତ ହେଲା। ଯଥା:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯିରିମୀୟ କହିଲେ, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;
Odia Bible ERV 2004 (ପବିତ୍ର ବାଇବଲ)
ଯିରିମିୟ ବନ୍ଦୀ ଥିଲା ବେଳେ, “ସଦାପ୍ରଭୁଙ୍କର ଏହି ବାକ୍ୟ ତାଙ୍କ ନିକଟରେ ଉପସ୍ଥିତ ହେଲା। ଯଥା:
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିରିମୀୟ କହିଲେ, “ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିରିମୀୟ କହିଲେ, “ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା;