Jeremiah 32:7 — Compare Translations

5 translations compared side by side

Odia - 1840
"ହେ ଯିରିମିୟ, ତୁମ୍ଭ ପିତୃବ୍ଯ ଶଲୂମର ପୁତ୍ର ହନନଲେ ତୁମ୍ଭ ନିକଟକୁ ଆସି ଏହି କଥା କହିବ, 'ଅନାେଥାତ ରେ ମାରେ ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ ନିଜ ପାଇଁ କ୍ରଯ କର। କାରଣ ତୁମ୍ଭେ ମାରେ ଅତି ନିକଟ ସର୍କୀଯ ଓ ତୁମ୍ଭର କ୍ରଯ କରିବାର ସୂର୍ଣ୍ଣ ଅଧିକାର ଅଛି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ତୁମ୍ଭ ପିତୃବ୍ୟ ଶଲ୍ଲୂମର ପୁତ୍ର ହନନେଲ ତୁମ୍ଭ ନିକଟକୁ ଆସି ଏହି କଥା କହିବ, ଅନାଥୋତ୍ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ ଆପଣା ପାଇଁ କ୍ରୟ କର; କାରଣ କ୍ରୟ ଦ୍ଵାରା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
‘ହେ ଯିରିମିୟ, ତୁମ୍ଭ ପିତୃବ୍ୟ ଶଲ୍ଲୂମର ପୁତ୍ର ହନନେଲ ତୁମ୍ଭ ନିକଟକୁ ଆସି ଏହି କଥା କହିବ, “ଅନାଥୋ‌‌‌ତ୍‌‌‌ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ ନିଜ ପାଇଁ କ୍ରୟ କର। କାରଣ ତୁମ୍ଭେ ମୋର ଅତି ନିକଟ ସମ୍ପର୍କୀୟ ଓ ତୁମ୍ଭର କ୍ରୟ କରିବାର ସମ୍ପୂର୍ଣ୍ଣ ଅଧିକାର ଅଛି।”’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ତୁମ୍ଭ ପିତୃବ୍ୟ ଶଲ୍ଲୁମ୍‍ର ପୁତ୍ର ହନନେଲ ତୁମ୍ଭ ନିକଟକୁ ଆସି ଏହି କଥା କହିବ, ‘ଅନାଥୋତ୍‍ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ ଆପଣା ପାଇଁ କ୍ରୟ କର; କାରଣ କ୍ରୟ ଦ୍ୱାରା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି।’
Odia IRV 2017 (ଓଡିଆ ବାଇବେଲ)
‘ଦେଖ, ତୁମ୍ଭ ପିତୃବ୍ୟ ଶଲ୍ଲୁମ୍‍ର ପୁତ୍ର ହନନେଲ ତୁମ୍ଭ ନିକଟକୁ ଆସି ଏହି କଥା କହିବ, “ଅନାଥୋତ୍‍ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ ଆପଣା ପାଇଁ କ୍ରୟ କର; କାରଣ କ୍ରୟ ଦ୍ୱାରା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି।”’”